ପୁଣି ସନ୍ଦେହ ଘେରରେ ଚାଇନା: ଆମେରିକା ଆକାଶରେ ଚାଇନାର ଗୁଇନ୍ଦା ବେଲୁନ

ଓ୍ବାଶିଂଟନ୍‌,୩।୨: ଆମେରିକାର ଆକାଶରେ ଚାଇନାର ଗୁଇନ୍ଦା ବେଲୁନ ଦେଖାଦେଇଛି। ଆମେରିକାର ଗୁରୁତ୍ୱପୂର୍ଣ୍ଣ ତଥା ସମ୍ବେଦନଶୀଳ ଅଞ୍ଚଳର ତଥ୍ୟ ହାସଲ କରିବା ପାଇଁ ଚାଇନା ଏହି ଗୁଇନ୍ଦା ବେଲୁନ ପଠାଇଥିବା କୁହାଯାଉଛି। ପେଣ୍ଟାଗନ ମୁଖପାତ୍ର ବ୍ରିଗେଡିୟର୍‌ ଜେନେରାଲ ପ୍ୟାଟ ରାଇଡର୍‌ କହିଛନ୍ତି, ଆମେରିକା ଆକାଶରେ ଏକ ବେଲୁନ ଉଡୁଥିବା ଆମେରିକା ସରକାର ଚିହ୍ନଟ କରିଛନ୍ତି। ଉତ୍ତର ଆମେରିକୀୟ ଏରୋସ୍ପେସ ଡିଫେନ୍ସ କମାଣ୍ଡ ଏହି ବେଲୁନ ଉପରେ କ୍ରମାଗତ ଭାବରେ ନଜର ରଖିଛି। ବେଲୁନ ବିଷୟରେ ଜାଣିବା ମାତ୍ରେ ସେମାନେ ତୁରନ୍ତ ସମ୍ବେଦନଶୀଳ ତଥ୍ୟ ସୁରକ୍ଷିତ କରିଛନ୍ତି ଯାହା ଦ୍ୱାରା ଏହା ସଂଗ୍ରହ ହୋଇପାରିବ ନାହିଁ। ଏହି ଗୁଇନ୍ଦା ବେଲୁନରେ ଏପରି କିଛି ନାହିଁ, ଯାହା ଲୋକମାନଙ୍କୁ କିମ୍ବା ସୈନ୍ୟବାହିନୀ ପାଇଁ କୌଣସି ବିପଦ ସୃଷ୍ଟି କରିପାରେ।
ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଖୁବ ଶୀଘ୍ର ବେଜିଂ ଗସ୍ତ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ଆମେରିକାରେ ଚାଇନାର ଗୁଇନ୍ଦା ବେଲୁନ ଉଡିବା ଆଶ୍ଚର୍ଯ୍ୟ କରିଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଏ ବିଷୟରେ ସୂଚନା ଦିଆଯାଇଥିଲା। ରାଷ୍ଟ୍ରପତି ଦେଶର ପ୍ରତିରକ୍ଷା ମନ୍ତ୍ରୀ ଲୟଡ ଅଷ୍ଟିନ ଓ ବରିଷ୍ଠ ସେନା ଅଧିକାରୀଙ୍କ ସହ ବୈଠକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇ ଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri