ଦୈନିକ ସଂକ୍ରମଣ ହାର ୦.୧୧ ପ୍ରତିଶତ…

ନୂଆଦିଲ୍ଲୀ, ୪।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଟପିଛି ତଳେ ରହିଛି। ଏହା ୧୨୪ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୧୮ ଶହ ତଳେ ରହିଛି। ଏହା ୧ ହଜାର ୭୯୨ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୯୬ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୪୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୩ ହଜାର ୨୫୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୦ ହଜାର ୭୧୩ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri