ନୂଆପଡ଼ାରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୫।୨: ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ନୂଆପଡା ଜିଲାର ପ୍ରମୁଖ ବଜାର ନୂଆପଡା ଟାଉନଠାରେ ଉକ୍ତ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ସେହିଭଳି ୭୧୯୨ ବର୍ଗଫୁଟ ଅଞ୍ଚଳରେ ପରିବ୍ୟାପ୍ତ ଏହି ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ବତନ୍ତ୍ର ଉଦଘାଟନୀ ଅଫର ସହ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ଉପଲବ୍ଧ। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ୍‌ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। ସେହିପରି ଉକ୍ତ ଷ୍ଟୋରର ମଡର୍ନ ଲୁକ୍‌ ଏବଂ ପରିବେଶ ନୂଆପଡା ସହରବାସୀଙ୍କ ସମେତ ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକମାନଙ୍କ ଲାଗି ଉଚ୍ଚମାନର ଉତ୍ପାଦ ଓ ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜର ସମ୍ଭାର ସୁଲଭ ମୂଲ୍ୟରେ ଯୋଗାଇ ଦେଉଛି। ଏପରିକି ଏହାର ଗ୍ରାହକମାନେ ବର୍ତ୍ତମାନ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ବତନ୍ତ୍ର ମୂଲ୍ୟରେ ପାଇପାରିବେ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri