୩ୟ ତ୍ରୈମାସରେ ୬୧୦ କୋଟିର ବିକ୍ରି ରେକର୍ଡ

ନୂଆଦିଲ୍ଲୀ,୬।୨: ୱେଷ୍ଟଲାଇଫ୍‌ ଫୁଡ୍‌ୱାଲର୍‌ଡ ଲିମିଟେଡ୍‌ ପକ୍ଷରୁ ୨୦୨୦-୨୩ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଉକ୍ତ ତ୍ରୈମାସରେ କମ୍ପାନୀର ବିକ୍ରି ସଂଖ୍ୟା ବାର୍ଷିକ ଆଧାରରେ ୨୮% ବୃଦ୍ଧି ଘଟି ୬୧୦ କୋଟି ଟଙ୍କାରେ ପହଞ୍ଚତ୍ଛି। ଏ ସମ୍ପର୍କରେ ୱେଷ୍ଟ୍‌ଲାଇଫ୍‌ ଫୁଡ୍‌ୱାଲର୍‌ଡ ଲିମିଟେଡ୍‌ର ଉପାଧ୍ୟକ୍ଷ ଅମିତ୍‌ ଜଟିଆ କହିଛନ୍ତି, ଆମେ ଗୁରୁତ୍ୱପୂର୍ଣ୍ଣ ମେନ୍ୟୁ ଉଦ୍ଭାବନ ଓ ଉତ୍କୃଷ୍ଟ କାର୍ଯ୍ୟକାରିତା ମାଧ୍ୟମରେ ଆଉ ଏକ ଉନ୍ନତ ତ୍ରୈମାସିକ ଫଳାଫଳ ହାସଲ କରି ଖୁସି ଅନୁଭବ କରୁଛୁ। ଆମେ ଆମର ଷ୍ଟୋରଗୁଡିକୁ ଇଓଟିଏଫ୍‌ ଫର୍ମାଟ୍‌କୁ ଆଧୁନିକୀକରଣ କରିବାରେ ଆମର ନିବେଶ ବୃଦ୍ଧି କରିଛୁ, ଯାହା ଆଜିର ଡିଜିଟାଲ-ସ୍ୟାଭି ଗ୍ରାହକଙ୍କ ପାଇଁ ଅଧିକ ପ୍ରାସଙ୍ଗିକ । ଆମେ ବିଶ୍ୱାସ କରୁଛୁ ଯେ ମେନ୍ୟୁରେ ନୂତନତା, ସର୍ବବ୍ୟାପୀ ଉପସ୍ଥିତି ଓ ମୂଲ୍ୟ ନେତୃତ୍ୱ ଆମ ପାଇଁ ପ୍ରମୁଖ ଅଭିବୃଦ୍ଧି ପରିଚାଳକ ଭାବେ ଜାରି ରହିବ। କାରଣ ଆମେ କ୍ୟୁଏସ୍‌ଆର୍‌ ଶିଳ୍ପକୁ ପୁନଃ ପରିଭାଷିତ କରିବା ଦିଗରେ କାର୍ଯ୍ୟ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri