ଦଶପଲ୍ଲାର ଜ୍ୟୋତିରଞ୍ଜନଙ୍କ ପ୍ରକଳ୍ପ ପ୍ରଥମ

ନୟାଗଡ଼ ଅଫିସ/ଦଶପଲ୍ଲା,୮।୨(ଡି.ଏନ.ଏ.): ଖାଦ୍ୟଶସ୍ୟ ମଧ୍ୟରେ ତୈଳର ଗୁଣବତ୍ତା ଓ ଉପତ୍ାଦନ ବୃଦ୍ଧି ପାଇଁ ଯୁକ୍ତରାଷ୍ଟ୍ର ଆମେରିକାର ଟେକ୍ସାସ ରାଜ୍ୟର ଗାଲଭଷ୍ଟନ ସହରରେ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଏହା ଚଳିତ ବର୍ଷ ଜାନୁୟାରୀ ୨୮ରୁ ଫେବୃୟାରୀ ୩ ପର୍ଯ୍ୟନ୍ତ ସେହି ସମ୍ମିଳନୀ ଚାଲିଥିଲା। ଏଥିରେ ଆମେରିକା, କାନାଡା, ମେକ୍ସିକୋ, ପୋଲାଣ୍ଡ, ୟୁକେ, ଜର୍ମାନୀ, ଫ୍ରନସ୍‌, ସୁଇଜରଲାଣ୍ଡ, ଜାପାନ, ଭାରତ ଭଳି ୨୦ ଦେଶର ବୈଜ୍ଞାନିକ ଭାଗ ନେଇଥିଲେ। ଏଥିରେ ନୟାଗଡ଼ ଜିଲା ଦଶପଲ୍ଲା ସହର ସାତପାଟଣା ନିକଟସ୍ଥ ଜରିପାଟଣା ଗଁ।ର ଯୁବ ବୈଜ୍ଞାନିକ ଜ୍ୟୋତିରଞ୍ଜନ ବେହେରା ସାମିଲ ହୋଇଥିଲେ। ଜ୍ୟୋତିରଞ୍ଜନଙ୍କ ହାଟ ହେଲଥି ଅଏଲ ପ୍ରଡକସନ ଇନପ୍ଲାଣ୍ଟ ପ୍ରକଳ୍ପ ପ୍ରଥମ ସ୍ଥାନ ଅକ୍ତିଆର କରି ପୁରସ୍କୃତ ହୋଇଛି। ଏଥିପାଇଁ ତାଙ୍କୁ ଭ୍ରମଣ ଅନୁଦାନ ପୁରସ୍କାର ମିଳିଛି। ଜ୍ୟୋତିରଞ୍ଜନ ତାଙ୍କର ଗବେଷଣାକୁ ଦେଶ ତଥା ବିଶ୍ୱରେ ପ୍ରଦର୍ଶନ କରି ଖାଦ୍ୟ ଶସ୍ୟ ଉପତ୍ାଦନ ବୃଦ୍ଧିରେ ପ୍ରୟୋଗ କରିବାକୁ ଲକ୍ଷ୍ୟ ରଖିଥିବା କହିଛନ୍ତି। ତାଙ୍କ ସଫଳତା ନୟାଗଡ଼ ଜିଲା ଓ ଦଶପଲ୍ଲା ବ୍ଲକ ସମେତ ଭାରତ ପାଇଁ ଗର୍ବ ଓ ଗୌରବ ସାଉଁଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri