ପିଲାଙ୍କୁ ନିମ୍ନମାନର ଅଣ୍ଡା ଦିଆଯାଉଥିବା ଅଭିଯୋଗ

ଗଞ୍ଜାମ,୮।୨(ଡି.ଏନ.ଏ): ସରକାର ଶିଶୁ ମାନଙ୍କ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ପୃଷ୍ଟିସାର ଖାଦ୍ୟ ତଥା ଶିଶୁମାନଙ୍କୁ ଅଣ୍ଡା ମଧ୍ୟ ଯୋଗାଇ ଦେଉଛନ୍ତି ସରକାର। କିନ୍ତୁ ବିଭିନ୍ନ ସମୟରେ ଛୁଆଙ୍କୁ ନିମ୍ନମାନର ଖାଦ୍ୟ ସାମଗ୍ରୀ ପ୍ରଦାନ କରାଯାଉଥିବା ଘଟଣା ସାମ୍ନାକୁ ଆସିଛି। ସେଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଏନ୍‌ଏସି ଅଞ୍ଚଳରେ। ଶିଶୁମାନଙ୍କୁ ଦିଆଯାଇଥିବା ଅଣ୍ଡା ନିମ୍ନମାନର ବୋଲି ୱାର୍ଡ ନଂ-୬ ଓଡ଼ିଆ ଢମଣା ସାହିର ଜଣେ ବ୍ୟକ୍ତି ଅଭିଯୋଗ କରିଛନ୍ତି।ତାଙ୍କୁ ଦିଆଯାଇଥିବା ଅଣ୍ଡା ପାଣିରେ ଭାସୁଥିବା ଜଣାପଡିଛ। ସେହି ଅଣ୍ଡାରେ ଛୁଆ ଥିବା ସେ କହିଛନ୍ତି ।ଏ ନେଇ ସେ ବ୍ଲକ ସିଡିପିଓଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରିଛନ୍ତ। ତେବେ ତଦନ୍ତ ପରେ ନିଆଯିବ କାର୍ଯ୍ୟାନୁଷ୍ଠାନ ବିଡିିଓ ଜଶ୍ମିନ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ

କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ...

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର

ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ...

ଚର୍ଚ୍ଚାରେ କଳାହାଣ୍ଡି ଛାତ୍ର ଅନିରୁଦ୍ଧ

ଭବାନୀପାଟଣା,୩ା୫(ଉତ୍ତମ କୁମାର ଦାଶ):ଆୟର୍ଲାଣ୍ଡ ଡବଲିନ୍‌ ସିଟି ବିଶ୍ୱବିଦ୍ୟାଳୟରେ ଗତ ସପ୍ତାହରେ ଅନୁଷ୍ଠିତ ସପ୍ତମ ବାର୍ଷିକ ଦକ୍ଷିଣ ଏସିଆ ସମ୍ମିଳନୀରେ ନିଜ ଶୀର୍ଷକ ଉପସ୍ଥାପନ କରି ଚର୍ଚ୍ଚାକୁ...

କେନାଲରେ ଆସିଲା ପାଣି: ଉପକୃତ ହେବେ ଚାଷୀ

ଡେଲାଙ୍ଗ,୩।୫(ରଶ୍ମିରଞ୍ଜନ ପ୍ରଧାନ): କେନାଲ ପାଣି ପାଇଁ ବହୁ ପ୍ରତୀକ୍ଷା ପରେ ଏବେ ତା’ର ଅନ୍ତ ଘଟିଛି। ମାଛପଡ଼ା ମାଇନରରେ କେନାଲ ପାଣି ଛଡ଼ାଯିବାରୁ ତାହା ଶେଷମୁଣ୍ଡରେ...

୩ ମାସ ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର,୩ା୫(ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri