ତୁର୍କୀ-ସିରିଆରେ ହଜାର ହଜାର ଜୀବନରେ ଲାଗିଲା ବିରାମ, ମୃତକଙ୍କ ସଂଖ୍ୟା ୧୫୦୦୦ ଟପିଲା

ଅଙ୍କାରା,୯ ।୨: ତୁର୍କୀ ଓ ସିରିଆରେ ୬ ଫେବୃୟାରୀରେ ଆସିଥିବା ବିନାଶକାରୀ ଭୂକମ୍ପ ଫଳରେ ହଜାର ହଜାର ଜୀବନରେ ବିରାମ ଲାଗିଛି । ଏବେ କେବଳ ଧ୍ୱଂସାବଶେଷ ଭିତରୁ ଜୀବନ ଖୋଜା ଚାଲିଛି । ୩ ଦିନ ପରେ ଜୀବନର ଆଶା କମ ଥିବା ବେଳେ ଏବେ ପ୍ରିୟଜନଙ୍କ ମୃତଦେହକୁ ଖୋଜି ଚାଲିଛନ୍ତି ଅନେକେ । ଏବେବି ସେଠାରେ କାନ୍ଦ ବୋବାଳି ଛାତି ଥରାଇ ଦେଉଛି । ମୃତକଙ୍କ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଉଭୟ ଦେଶରେ ଏବେ ମୃତକଙ୍କ ସଂଖ୍ୟା ୧୫୦୦୦ ଟପି ଗଲାଣି । ସେପଟେ ଆହତଙ୍କ ସଂଖ୍ୟା ବି ୬୦ ହଜରରୁ ଅଧିକ ହେଲାଣି । ଅନ୍ୟପଟେ ହଜାର ହଜାର ଘର ଧୂଳିସାତ୍ ହୋଇଯାଇଥିବା ବେଳେ ଏବେବି ଅନେକ ଏହା ତଳେ ପୋତି ହୋଇ ରହିଥିବା ଆଶଙ୍କା କରାଯାଉଛି ।
ତୁର୍କୀ ଓ ସିରିଆରେ ଆସିଥିବା ଏହି ଶକ୍ତିଶାଳୀ ଭୂକମ୍ପରେ ତୁର୍କୀରେ ଏବେ ପର୍ଯ୍ୟନ୍ତ ୧୨,୩୯୧ ଲୋଙ୍କ ମୃତ୍ୟୁ ହୋଇଥିବା ବେଳ ୬୨,୯୧୪ ଆହତ ହୋଇଛନ୍ତି । ସେହିପରି ସିରିଆରେ ମୃତକଙ୍କ ସଂଖ୍ୟା ୩,୪୮୬ ହୋଇଥିବା ବେଳେ ଆହତଙ୍କ ସଂଖ୍ୟା ୫,୨୪୭ ହୋଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri