ରିଲାଏନ୍ସ ଜୁଏଲ୍ସର ଭାଲେଣ୍ଟାଇନ୍ସ କଲେକ୍‌ସନ

ନୂଆଦିଲ୍ଲୀ,୧୦।୨:ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲର୍ସର ‘ଭାଲେଣ୍ଟାଇନ୍ସ ଡେ କଲେକ୍ସନ’ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ଭାଲେଣ୍ଟାଇନ୍ସ୍‌ ଡେ ଅବସରରେ ‘ଖୁଦ୍‌ ସେ ଭି ପ୍ୟାର୍‌ କରୋ’ ବା ଆପଣଙ୍କର ଚମକ ସହ ସାରା ବିଶ୍ୱକୁ ଚମକାଇ ଦିଅନ୍ତୁ ଥିମ୍‌କୁ ନେଇ ଏହାର ଶୁଭାରମ୍ଭ କରାଯାଇଛି। ସେହିଭଳି ଏହାକୁ ପାଳନ କରିବା ପାଇଁ ରିଲାଏନ୍ସ ଜୁଏଲ୍ସ ଏକ ସୁନ୍ଦର ଡାଇମଣ୍ଡ ଜୁଏଲେରି କଲେକ୍ସନର ମଧ୍ୟ ଶୁଭାରମ୍ଭ କରିଛି। ଏଥିରେ ଆକର୍ଷଣୀୟ ଡିଜାଇନର ବ୍ରେସ୍‌ଲେଟ୍‌ ଓ ରିଂ ସହ କର୍ଭି ଫର୍ମ ଓ ମୋଟିଫ୍‌ କମ୍ପୋଜିଟ୍‌ ଡାଇମଣ୍ଡ ସେଟିଂ ରହିଛି, ଯାହାକି ଆପଣଙ୍କୁ ଏକ ଆକର୍ଷଣୀୟ ରୂପ ପ୍ରଦାନ କରିଥାଏ। ଏହି ନୂତନ କଲେକ୍ସନ ସହ ରିଲାଏନ୍ସ ଜୁଏଲ୍ସ ମଧ୍ୟ ଏକ ସ୍ବତନ୍ତ୍ର ଅଫରର ଶୁଭାରମ୍ଭ କରିଛି, ଯାହାର ନାମ ହେଉଛି ‘ଡ୍ରିମ୍‌ ଡାଏମଣ୍ଡ ସେଲ୍‌’। ଏହା ଫେବୃୟାରୀ ୧୪ପର୍ଯ୍ୟନ୍ତ ରହିବ। ଏହା ରିଲାଏନ୍ସ ଜୁଏଲ୍ସର ଡାଏମଣ୍ଡ ଉପତ୍ାଦ ଗୁଡ଼ିକ ଉପରେ ଇନ୍‌ଭଏସ୍‌ ମୂଲ୍ୟରେ ୨୫% ରିହାତି ପ୍ରଦାନ କରେ। ପାଟ୍ରନ୍‌ ମାନେ ମଧ୍ୟ ସେମାନଙ୍କର ପ୍ରିୟ ଡାଇମଣ୍ଡ ଜୁଏଲେରିକୁ ବାଛିବା ସମୟରେ ଏହାକୁ ଉପଲବ୍ଧ କରିପାରିବେ। ଏ ସମ୍ପର୍କରେ ରିଲାଏନ୍ସ ଜୁଏଲ୍ସର ସିଇଓ ସୁନୀଲ ନାୟକ କହିଛନ୍ତି, ଚଳିତ ପ୍ରେମ ଋତୁରେ ଆମେ ଆମର ସମ୍ମାନନୀୟ ପାଟ୍ରନଙ୍କ ସହ ନିଜକୁ ଭଲ ପାଇବାର ବାସ୍ତବିକ ଅର୍ଥକୁ ଗ୍ରହଣ କରିଛି, ଯାହାକି ସ୍ବପ୍ରେମ ଦ୍ୱାରା ଅନୁପ୍ରେରିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri