ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଯୋଗାଇବାକୁ ଆମେରିକା ପ୍ରସ୍ତୁତ: ମାର୍କୋ ରୁବିଓ

ଓ୍ବାଶିଂଟନ, ୨୨।୫: ଭାରତ ଗସ୍ତ ପୂର୍ବରୁ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଏକ ବଡ଼ ଘୋଷଣା କରିଛନ୍ତି । ସେ ସ୍ପଷ୍ଟ କରିଛନ୍ତି ଯେ ନୂଆଦିଲ୍ଲୀ ଯେତେ ଏନର୍ଜୀ କିଣିବାକୁ ଚାହୁଁଛି ୱାଶିଂଟନ୍…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା ପାଇଁ ଦୁଇଟି ଏନକାଉଣ୍ଟର ମଧ୍ୟ କଲାଣି…

ନରୱେର ରାଜଦମ୍ପତିଙ୍କୁ ଓଡ଼ିଶାର କଳାକୃତି ଉପହାର ଦେଲେ ମୋଦି

ନୂଆଦିଲ୍ଲୀ, ୨୨ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପାଞ୍ଚ ଦେଶ ଗସ୍ତର ଚତୁର୍ଥ ପର୍ଯ୍ୟାୟରେ ନରୱେର ମହାରାଜା ହାରାଲ୍ଡ (୫ମ)ଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାରାଜାଙ୍କୁ କଟକର ପ୍ରସିଦ୍ଧ ରୁପା ତାରକସି କାମରେ…

ଧାରଣା ଉଠିଲା, ଉଠିନାହିଁ ଧାନ: ପୁଣି ହୋଇପାରେ…

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ):ଚଳିତ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ବିଭାଗୀୟ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବଞ୍ଚିତ ହୋଇ ଜିଲାର ଅନେକ ଚାଷୀ ଗତବର୍ଷ ଖରିଫ୍‌ରେ ଅମଳ ହୋଇଥିବା ଧାନକୁ…

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ ଇଦ୍‌ ପାଳନ ବେଳେ ଗୋହତ୍ୟା ଉପରେ…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ ଭାବେ ଚାଲିଥିବା ‘ଇଞ୍ଜେକ୍ଟେବଲ କସ୍‌ମେଟିକ୍ସ’ ପ୍ରକ୍ରିୟାର…

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡାଦେଶ ପାଇଥିବା ଏହି ଅଭିଯୁକ୍ତ ଜଣକ ୨୦୧୪ରୁ ପାରୋଲ୍‌ରେ ଆସି ଫେରାର ହୋଇଯାଇଥିଲା।…

ଇବୋଲା ଭୟ: ଭାରତ-ଆଫ୍ରିକା ଫୋରମ ସମ୍ମିଳନୀ ସ୍ଥଗିତ

ନୂଆଦିଲ୍ଲୀ, ୨୨ା୫ (ପି.ଟି.):ଆଫ୍ରିକୀୟ ଦେଶଗୁଡ଼ିକରେ କାୟା ମେଲାଇଥିବା ମାରାତ୍ମକ ‘ଇବୋଲା’ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ଏବଂ ଆଫ୍ରିକୀୟ ୟୁନିୟନ (ଏୟୁ) ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚଳିତ ମେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ହେବାକୁ ଥିବା ଚତୁର୍ଥ…

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇ ସେ କହିଛନ୍ତି ଯେ, ଆଗାମୀ ପିଢ଼ିର ସଂସ୍କାର…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି) କିଣିବେ; ଯାହାଦ୍ୱାରା ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଦେଶରେ ଉପୁଜିଥିବା ତୈଳ ସଙ୍କଟକୁ ଏଡ଼ାଯାଇ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ ହୋଇଛି । ଘରର ଛାତ ଉପରେ ଟେଣ୍ଟ ମାରି ଶୋଇଥିବା ବେଳେ ଭୁଶୁଡ଼ିପଡିଥିଲା…

ଅବତରଣବେଳେ ରନ୍‌ଓ୍ବେରେ ପିଟିହେଲା ବିମାନ

ଦିଲ୍ଲୀ,୨୧ା୫: ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାରଇଣ୍ଡିଆର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବେଙ୍ଗାଲୁରୁ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିମାନ AI ୨୬୫୧ର ପଛ ଭାଗ ହଠାତ୍‌ ରନ୍‌ଓ୍ବେରେ ମାଡ଼ ହୋଇଥିଲା। ମାତ୍ର ପାଇଲଟ ପରିସ୍ଥିତିକୁ ନିୟନ୍ତ୍ରଣ…

ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ…

ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ ବାହାରେ ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି। ଗୁରୁବାର  ୪୬ ଡିଗ୍ରୀ ସହ ଝାରସୁଗୁଡା…

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା ହୋଇଥିଲା । ୱାଶିଂଟନ୍ ପୁନଃ ସାମରିକ ଆକ୍ରମଣ କରିବା ପରିବର୍ତ୍ତେ ଏକ ଆଲୋଚନାମୂଳକ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ: ପଠାଇଲେ ଯୁଦ୍ଧଜାହଜ

ଓ୍ବାଶିଂଟନ୍‌,୨୧।୫: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବା ଆଡକୁ ଧ୍ୟାନ ଦେଇଛନ୍ତି। ଟ୍ରମ୍ପ କ୍ୟୁବା ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ଏବଂ ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଇଛନ୍ତି। ଏହି ସମୟରେ ବଢ଼ୁଥିବା ଉତ୍ତେଜନା…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ, ତେବେ ପୁଣି ଥରେ ଚିନ୍ତା କରନ୍ତୁ! ଶକ୍ତି ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri