ନବ ଦାସ ହତ୍ୟା ମାମଲା: ଆଜି ଗୋପାଳଙ୍କ ହେବ ନାର୍କୋ ଟେଷ୍ଟ

ବ୍ରଜରାଜନଗର,୧୦।୨(ଡି.ଏନ.ଏ.): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସଙ୍କର ଶୁକ୍ରବାର ନାର୍କୋ ଟେଷ୍ଟ ହେବ। ଏଥିପାଇଁ ଗୋପାଳଙ୍କୁ ଗୁଜରାଟ ଗାନ୍ଧୀନଗରକୁ ନିଆଯାଇଛି। ଟେଷ୍ଟ ପୂର୍ବରୁ ଗୋପାଳଙ୍କ ଏକାଧିକ ମେଡିକାଲ ଟେଷ୍ଟ କରାଯିବ।
ଏହାପୂର୍ବରୁ ଗୁରୁବାର ଗାନ୍ଧୀନଗରସ୍ଥିତ ଡାଇରେକ୍ଟୋରେଟ ଅଫ ଫୋରେନ୍ସିକ ସାଇନ୍ସ ସର୍ଭିସେସ ଲାବରେଟୋରିରେ ଗୋପାଳଙ୍କ ପ୍ରଥମ ପର୍ଯ୍ୟାୟ ପଲିଗ୍ରାଫ ଟେଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ପ୍ରଧାନମନ୍ତ୍ରୀଙ୍କ ଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ ଚାମ୍ପିୟନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶି ବିଶ୍ୱାଳ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri