ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି ଖବର ସୋମବାର ଜଣାପଡିବା ପରେ ନୀଳମାଧବଙ୍କ…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ (IRGC) ଅନୁଯାୟୀ, ଅନୁମତି ପାଇବା ପରେ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ ହୋଇପଡିଛ। ସୋମବାର ଅପରାହ୍ନ ୩ଟାରୁ ସାଢେ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି। ଏବେ ଉଭୟଙ୍କ ନିକଟକୁ ଶୁଭେଚ୍ଛାର ସୁଅ…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ କୌଣସି ଚୁକ୍ତି ହୋଇନାହିଁ, କିମ୍ବା ଯୁଦ୍ଧ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ ୨ଟି ମ୍ୟାଚ ଜିତି ପଏଣ୍ଟ ଟେବୁଲର…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର ବିବାଦ ଏବେ ଶେଷ ହେବାକୁ ଯାଉଛି। ଉଭୟ ପକ୍ଷ ଏକ ପାରସ୍ପରିକ ସହମତିରେ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ନେଇଛନ୍ତି । ହେଲେ ସୁଜିତ କୁମାର ଶପଥ ନେଇନାହାନ୍ତି ।…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ ଉଭାନ ହୋଇଯାଇଥାଏ। ଇରାନ୍‌ ସେହି କଥାକୁ ଏବେ ପ୍ରମାଣିତ କରିଦେଇଛି। ଇସ୍ରାଏଲ ଓ…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା ଆହୁରି ତୀବ୍ର ହୋଇଛି। ଏପ୍ରିଲ ୫ରେ, ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ ଆସିଥିବା ଝିଅଙ୍କ ପାଇଁ ତାଙ୍କ ବାପା ଉତ୍ସବ ପାଳନ କରିଛନ୍ତି, ଯାହା ଅନ୍‌ଲାଇନରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ । ଯାହା ଧିରେ ଧିରେ ଶେଷ ଶେଷ ହେବାକୁ ଯାଉଛି। ଯେଉଁଥିପାଇଁ ଟ୍ରମ୍ପ ପୁଣି ଥରେ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ ପ୍ରବେଶ କରୁନଥିବା କିମ୍ୱା ସେମାନଙ୍କର ଉତ୍ପାଦନ ସୁବିଧାଗୁଡ଼ିକୁ ଆମେରିକାକୁ ସ୍ଥାନାନ୍ତର କରୁନଥିବା କମ୍ପାନୀଗୁଡ଼ିକ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜଧାନୀର କିଛି ଅଞ୍ଚଳରେ ବର୍ଷା ହୋଇଥିବାରୁ ସାମାନ୍ୟ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି ସ୍ଥାନରେ ଆଉ ଖୋଲାରେ ଗ୍ୟାସ ଭର୍ତ୍ତି କରିକି ଆଣିପାରିବେ ନାହିଁ । ସେହିଭଳି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ ପ୍ରତିଫଳିତ କରୁଛି ଯେ ପଡ଼ୋଶୀ ରାଷ୍ଟ୍ରରେ ଭାରତ ପ୍ରତି ଏକ ଅକଥନୀୟ ଭୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri