ନଓ୍ବାଜ ସରିଫ ପରିବାରରେ ଫାଟ, ସ୍ବାମୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ମରିୟମ…

ଇସଲାମାବାଦ,୧୧।୨ : ପାକିସ୍ତାନରେ ବଢୁଥିବା ରାଜନୈତିକ ବିବାଦ ବର୍ତ୍ତମାନ ନୱାଜ ସରିଫ ପରିବାର ମଧ୍ୟରେ ପହଞ୍ଚିଛି। ପରିସ୍ଥିତି ଏତେ ପରିମାଣରେ ପହଞ୍ଚିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅ ମରିୟମ ନୱାଜ ତାଙ୍କ ସ୍ବାମୀଙ୍କ ସହ ସର୍ବସାଧାରଣରେ ମୁହାଁମୁହିଁ ହୋଇଛନ୍ତି। ସେ ତାଙ୍କ ସ୍ବାମୀ ଅବସରପ୍ରାପ୍ତ କ୍ୟାପଟେନ ମହମ୍ମଦ ସଫଦରଙ୍କ ବିରୋଧରେ ପାର୍ଟି ବିରୋଧୀ ବିବୃତ୍ତି ଦେଇଥିବା ଅଭିଯୋଗ ଆଣିଛନ୍ତି। ପର୍ଯ୍ୟବେକ୍ଷକଙ୍କ କହିବାନୁସାରେ, ଶାସକ ଦଳ ସହିତ ଜଡ଼ିତ ଦଳଗୁଡ଼ିକ ମଧ୍ୟରେ ଅର୍ଥବ୍ୟବସ୍ଥାକୁ ପରିଚାଳନା କରିବାରେ ବିଫଳତା ଏବଂ ରାଜନୈତିକ ଚ୍ୟାଲେଞ୍ଜଗୁଡିକ ସ୍ପଷ୍ଟ ଭାବେ ଅନୁମାନ କରାଯାଉଛି ।

ଏକ ଘରୋଇ ଟିଭି ଚ୍ୟାନେଲକୁ ଦିଆଯାଇଥିବା ଏକ ସାକ୍ଷାତକାରରେ କ୍ୟାପଟେନ ସଫଦର ଶାସକ ମିଳିତ ମଞ୍ଚର ମୁଖ୍ୟ ଦଳ ପାକିସ୍ତାନ ମୁସଲିମ ଲିଗ (ନୱାଜ) ର ନୀତିକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ପାର୍ଟିର ’ଭୋଟ କୋ ଇଜ୍ଜତ ଦୋ ନ୍ୟାରେଟିଭ’ ପୂର୍ବରୁ ବହୁତ ଶକ୍ତିଶାଳୀ ଥିଲା। କିନ୍ତୁ ଯେଉଁ ଦିନ ପୂର୍ବତନ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱାଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ସପକ୍ଷରେ ମତ ଦେଇଥିଳା ସେହିଦିନ ଦଳ ନିଜର ଅସମ୍ମାନ କରିଥିଲା। ଜେନେରାଲ ବାଜୱାଙ୍କ କାର୍ଯ୍ୟକାଳ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସରକାରଙ୍କ ଦ୍ୱାରା ବୃଦ୍ଧି କରାଯାଇଥିଲା। ଏହାକ ଯାହାର ପିଏମ୍‌ଏଲ- ନୱାଜ ସମର୍ଥନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri