ପେଟିଏମ୍‌ରୁ ନିଜ ଅଂଶଧନ ବିକ୍ରି କଲା ଆଲିବାବା

ନୂଆଦିଲ୍ଲୀ,୧୧।୨: ଚାଇନା କମ୍ପାନୀ ଆଲିବାବା ପେଟିଏମ୍‌ର ପ୍ୟାରେଣ୍ଟ କମ୍ପାନୀ ‘ଓ୍ବାନ୍‌୯୭ କମ୍ୟୁନିକେଶନ’ରୁ ବାହାରି ଯାଇଛି। କମ୍ପାନୀ ଏହାର ୩.୧୬ ପ୍ରତିଶତ ଅଂଶଧନକୁ ୧୩,୬୦୦ କୋଟିରେ ବିକ୍ରି କରିଛି।

ଡିସେମ୍ବର ୨୦୨୨ ସୁଦ୍ଧା ପେଟିଏମ୍‌ରେ ଆଲିବାବାର ୬.୨୬% ଅଂଶଧନ ରହିଥିଲା। ଜାନୁୟାରୀରେ କମ୍ପାନୀ ଏହାର ୩.୧% ଅଂଶଧନ ବିକ୍ରି କରିଥିଲା। ଏବେ ଅବଶିଷ୍ଟ ଅଂଶଧନକୁ ବ୍ଲକ ଡିଲ୍‌ ଅନୁଯାୟୀ ବିକ୍ରି କରି ଭାରତରୁ ବାହାରିବା ପ୍ରକ୍ରିୟା ପ୍ରାୟ ସମ୍ପୂର୍ଣ୍ଣ ହୋଇଛି। ପୂର୍ବରୁ ଆଲିବାବା ଜୋମାଟୋ ଏବଂ ବିଗ୍‌ ବାସ୍କେଟରେ ଥିବା ନିଜ ଅଂଶଧନ ବିକ୍ରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri