Posted inଜାତୀୟ

ଜନତାଙ୍କ ଅର୍ଥରେ ବନ୍ଧୁଙ୍କୁ ଫଣ୍ଡିଂ କରିଛନ୍ତି ମୋଦି: ଖର୍ଗେ

ନୂଆଦିଲ୍ଲୀ,୧୨ ।୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ଶାସନ କ୍ଷମତାକୁ ଆସିବା ପରେ ମୋଦି ଉଦ୍ଦ୍ୟୋଗପତି ଗୌତମ ଅଦାନୀଙ୍କୁ ସାହାଯ୍ୟ କରିବା, ଉଚିତ ପ୍ରସଙ୍ଗକୁ ନ ଉଠାଇବା ଭଳି କାମ କରି ଲୋକତନ୍ତ୍ରକୁ ଶେଷ କରିଦେଇଥିବା ଅଭିଯୋଗ ଆଣିଛନ୍ତି ଖର୍ଗେ । ଝାଡ଼ଖଣ୍ଡର ସାହେବଗଞ୍ଜ ଜିଲାରେ ଏକ ରାଲିକୁ ସମ୍ବୋଧନ କରିବା ସମୟରେ ସେ ଏହା କହିଛନ୍ତି । ଖର୍ଗେ କହିଛନ୍ତି, ୨୦୧୯ରେ ଅଦାନୀଙ୍କ ସମ୍ପତ୍ତି ୧ ଲକ୍ଷ କୋଟି ଥିଲା ହେଲେ ଅଢେଇ ବର୍ଷ ଭିତରେ ତାଙ୍କ ସମ୍ପତ୍ତି ୧୩ ଲକ୍ଷ କୋଟି ହୋଇଗଲା । ଏ ହେଉଛନ୍ତି ସେହି ଆଦାନୀ ଯାହାଙ୍କ ବିମାନରେ ମୋଦି ଶପଥ ନେବାକୁ ଯାଇଥିଲେ । ଏମିତି କେଉଁ ଯାଦୁକି ଛଡି ମିଳିଲା ଯେ ଆଦାନୀଙ୍କ ସମ୍ପତ୍ତି ଏତେ ବଢିଗଲା । ଏହା ଏଇଥିପାଇଁ ହେଲା କାରଣ ମୋଦି ଜନତାଙ୍କ ପଇସା ନେଇ ନିଜ ବନ୍ଧୁଙ୍କୁ ଫଣ୍ଡିଂ କଲେ ।

କଂଗ୍ରେସ ଅଧ୍ୟକ୍ଷ ଆହୁରି ମଧ୍ୟ କହିଛନ୍ତି, ମୁଁ ମୋଦିଙ୍କୁ ଅନୁରୋଧ କରୁଛି ଦେଶର ଗରିବ, କୃଷକ ଓ ଶ୍ରମିକଙ୍କୁ ଏହି କଳା ଶିଖାନ୍ତୁ । ତା’ହେଲେ ଏତେ ପରିଶ୍ରମ କରିବାକୁ ପଡିବ ନାହିଁ । ଆପଣ ତାଙ୍କ ସମ୍ପତ୍ତି ୧୩ ଲକ୍ଷ କୋଟି କରିବାରେ ସାହାଯ୍ୟ କଲେ ଏମାନଙ୍କ ସମ୍ପତ୍ତି ୧୩ ଲକ୍ଷ କରିବାରେ ସାହଯ୍ୟ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri