୧୫ ଦିନରେ ମଲେଣି ୩୦ ଘୁଷୁରି

ସୋରଡ଼ା,୧୨ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ୧୫ ଦିନ ଭିତରେ ୩୦ରୁ ଊର୍ଦ୍ଧ୍ୱ ଘୁଷୁରି ମଲେଣି। ମଲା ଘୁଷୁରିଗୁଡ଼ିକ ଖିଲାବାଡ଼ି ନିକଟ ରାଇପଲ୍ଲୀ ରାସ୍ତାପାର୍ଶ୍ୱରେ ଓ ଅନ୍ୟ ସ୍ଥାନରେ ପଡ଼ିଥିବା ଦେଖାଯାଇଛି। ଜରଉ ନିକଟରେ ରହୁଥିବା ମାଲିକ ରତ୍ନମାଳା ପାତ୍ର କହିଛନ୍ତି, ତାଙ୍କର ପ୍ରାୟ ୨୦ ଘୁଷୁରି ମରିଗଲେଣି। ଖାଇବାକୁ ଦେଲେ ଖାଉନାହାନ୍ତି। ଚରେଇବାକୁ ନେଲେ ସେଠାରେ କିଛି ସମୟ ବୁଲାବୁଲି କରି ମରିଯାଉଛନ୍ତି କାରଣ କ’ଣ ଜାଣି ହେଉନି ବୋଲି ସେ କହିଛନ୍ତି। ଖିଲାବାଡ଼ି ବାସିନ୍ଦା ସୀମାଞ୍ଚଳ ପଣ୍ଡା କହିଛନ୍ତି, ଆମ ଗ୍ରାମ ପାଖରେ ଘୁଷୁରି ମଡ଼କ ପଡ଼ିଥିବାରୁ ରୋଗ ବ୍ୟାପିବାର ଆଶଙ୍କା ରହିଛି। ବ୍ଲକ ପ୍ରାଣୀ ଡାକ୍ତର ଲିପ୍‌ସା ମହାପାତ୍ରଙ୍କୁ ଯୋଗାଯୋଗ କହିଛନ୍ତି, ବର୍ତ୍ତମାନ ସେପରି କୌଣସି ରୋଗ ନାହିଁ କିନ୍ତୁ କୌଣସି ବିଷାକ୍ତ ଖାଦ୍ୟ ପାନୀୟ ଖାଇ ଦେଲେ ଏପରି ହୋଇପାରେ ବୋଲି କହିଛନ୍ତି। କୌଣସି ରୋଗ ବ୍ୟାପୀ ଏପରି ହେଉଥିବା ଅଞ୍ଚଳବାସୀ ଆଶଙ୍କା କାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri