Posted inଖେଳ

ଶୁଆଙ୍ଗ କ୍ରିକେଟ କ୍ଲବ ଚାମ୍ପିୟନ

ପୁରୁଣା ଭୁବନେଶ୍ୱର,୧୩।୨ (ଡି.ଏନ.ଏ.) : ବାଙ୍କୁଆଳ ହାଇସ୍କୁଲ ପଡିଆରେ ୮ ଦିନ ଧରି ଚାଲିଥିବା ୧୨ତମ ଜଗବନ୍ଧୁ ସ୍ବାଇଁ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚ ଶୁଆଙ୍ଗ କ୍ରିକେଟ କ୍ଲବ, ଭୁବନେଶ୍ୱର ଓ ମା’ ଭଗବତୀ କ୍ରିକେଟ କ୍ଲବ, ବାଙ୍କୁଆଳ ମଧ୍ୟରେ ହୋଇଥିଲା। ଏଥିରେ ବାଙ୍କୁଆଳ ଦଳ ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୭୯ ରନ କରିଥିଲା।

ଜବାବରେ ଶୁଆଙ୍ଗ ଦଳ ୧୯ ଓଭରରେ ୭ ଉଇକେଟ ବିନିମୟରେ ୧୮୦ ରନ କରି ବିଜୟୀ ହୋଇଥିଲା। ଦଳ ପକ୍ଷରୁ ଜଗବନ୍ଧୁ ସ୍ବାଇଁ ୬୦ ଓ ସୂର୍ଯ୍ୟକାନ୍ତ ବଡ଼ଜେନା ୪୮ ରନ କରିଥିଲେ। ଫାଇନାଲ ମ୍ୟାଚରେ ମୁଖ୍ୟଅତିଥି ଭାବେ ଯାତ୍ରା ସ୍ବର୍ଣ୍ଣମହଲ ପ୍ରଯୋଜକ କବିରାଜ ସ୍ବାଇଁ, ଭୁବନେଶ୍ୱର ଜୋନ୍‌ -୪ ଏସିପି ଶୁଭ ନାରାୟଣ ମୁଦୁଲି, ବଡ଼ଗଡ଼ ଥାନା ଆଇଆଇସି ତୃପ୍ତିରଞ୍ଜନ ନାୟକ, ଭୁବନେଶ୍ୱର ବାର ଆସୋସିଏଶନ ସମ୍ପାଦକ ରାଜ କିଶୋର ଦାସ, ସମାଜିକକର୍ମୀ କ୍ଷୀରୋଦ କୁମାର ସ୍ବାଇଁ, ରମେଶ ଚନ୍ଦ୍ର ପଣ୍ଡା, ସୂର୍ଯ୍ୟରଞ୍ଜନ ଜେନା, ପ୍ରଫୁଲ୍ଲ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri