ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ସୁବାସ ନାୟକ ରବୀନ୍ଦ୍ର…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା ଭଳି ହୋଇପଡିଛି। ସୋମବାର ସ୍ପଷ୍ଟ ଦିବାଲୋକରେ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ ହୋଇଥିବା କୁଆପଥର, ପବନ ଓ ବର୍ଷାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development Council chairman) ଭାବେ ନିଯୁକ୍ତି ଦେଇଛନ୍ତି।…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର ଯଶପ୍ରୀତ୍‌ ବୁମ୍‌ରାଙ୍କ ନାମ ସ୍ଥାନ ପାଇଛି।…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ ପର୍ଯ୍ୟଟନସ୍ଥଳୀ, ପାଟଣା ଆନନ୍ଦେଶ୍ୱର ଶିବ ମନ୍ଦିର…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ କରିଛି। ଏହି ପରିପ୍ରେକ୍ଷୀରେ MATRIZE ଏକ ମତାମତ ସର୍ଭେ କରିଛି। ଏହି ମତାମତ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର ବିବାଦ ଏବେ ଶେଷ ହେବାକୁ ଯାଉଛି। ଉଭୟ ପକ୍ଷ ଏକ ପାରସ୍ପରିକ ସହମତିରେ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ନେଇଛନ୍ତି । ହେଲେ ସୁଜିତ କୁମାର ଶପଥ ନେଇନାହାନ୍ତି ।…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ ଉଭାନ ହୋଇଯାଇଥାଏ। ଇରାନ୍‌ ସେହି କଥାକୁ ଏବେ ପ୍ରମାଣିତ କରିଦେଇଛି। ଇସ୍ରାଏଲ ଓ…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା ଆହୁରି ତୀବ୍ର ହୋଇଛି। ଏପ୍ରିଲ ୫ରେ, ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ ଆସିଥିବା ଝିଅଙ୍କ ପାଇଁ ତାଙ୍କ ବାପା ଉତ୍ସବ ପାଳନ କରିଛନ୍ତି, ଯାହା ଅନ୍‌ଲାଇନରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ । ଯାହା ଧିରେ ଧିରେ ଶେଷ ଶେଷ ହେବାକୁ ଯାଉଛି। ଯେଉଁଥିପାଇଁ ଟ୍ରମ୍ପ ପୁଣି ଥରେ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ ପ୍ରବେଶ କରୁନଥିବା କିମ୍ୱା ସେମାନଙ୍କର ଉତ୍ପାଦନ ସୁବିଧାଗୁଡ଼ିକୁ ଆମେରିକାକୁ ସ୍ଥାନାନ୍ତର କରୁନଥିବା କମ୍ପାନୀଗୁଡ଼ିକ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜଧାନୀର କିଛି ଅଞ୍ଚଳରେ ବର୍ଷା ହୋଇଥିବାରୁ ସାମାନ୍ୟ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି ସ୍ଥାନରେ ଆଉ ଖୋଲାରେ ଗ୍ୟାସ ଭର୍ତ୍ତି କରିକି ଆଣିପାରିବେ ନାହିଁ । ସେହିଭଳି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri