ସରିଲା କ୍ୟାବିନେଟ ବୈଠକ: ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୧୩।୨(ବ୍ୟୁରୋ): ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ବୈଠକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଲାଗି ୧୦୦ ସିଟ୍‌ ବିଶିଷ୍ଟ ୨୩୭ଟି ହଷ୍ଟେଲ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ବେଳେ ଭୁବନେଶ୍ୱରରେ ଜଳଯୋଗାଣ ପାଇଁ ଟ୍ରିଟମେଣ୍ଟ ପ୍ଲାଣ୍ଟ ପ୍ରତିଷ୍ଠା ହେବାକୁ ଅନୁମୋଦନ ମିଳିଛି। ଏମ୍‌ଏସ୍‌ଏମଇ ନୀତି ୨୦୧୬ରେ ସଂଶୋଧନ ସହ ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ସଂଶୋଧନ ଅଣାଯାଇଛି। ସେହିପରି ତୃତୀୟ ଲିଙ୍ଗୀ ସନ୍ତାନଙ୍କ ପରିବାର ପେନ୍‌ସନ, ଜେଲରେ କଏଦୀଙ୍କ ମୃତ୍ୟୁ ହେଲେ ସମ୍ପର୍କୀୟଙ୍କୁ କ୍ଷତିପୂରଣ ଏବଂ ସମ୍ବଲପୁରରେ ତ୍ରିଲୋଚନ ନେତ୍ରାଳୟ ପାଇଁ ୫ ଏକର ଜମିକୁ ଅନୁମୋଦିତ କରିଛି କ୍ୟାବିନେଟ। ଏଥିସହ ଜଳ ସମ୍ପଦ ବିଭାଗର ଡ୍ରେନେଜ ଉନ୍ନତିକରଣ ଯୋଜନାକୁ ଅନୁମୋଦନ ମିଳିଛି । ବିଭାଗର ଏହି ନୂଆ ଯୋଜନା ଲାଗି କ୍ୟାବିନେଟରେ ଅର୍ଥ ମଧ୍ୟ ବ୍ୟୟବରାଦ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri