ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଫୁଲବାଣୀ ଅଫିସ,୧୫ା୨: କନ୍ଧମାଳ ଜିଲା ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବିରେ ବୁଧବାର ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ଦଳୀୟ କର୍ମୀମାନେ ମାଦିକୁନ୍ଦା ଛକରୁ ରାଲିରେ ବାହାରି ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ସମସ୍ତେ ଏକତ୍ରିତ ହୋଇ ପ୍ରତିବାଦ ସଭା କରିଥିଲେ। ଜିଲା ସଭାପତି ଜଗନ୍ନାଥ ସାହୁ ଯୋଗଦେଇ ରାଜ୍ୟରେ ଆଜି ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପୋଲିସ ପ୍ରଶାସନ ସରକାରଙ୍କ ଇଙ୍ଗିତରେ କାମ କରୁଛି ା ରାଜ୍ୟର କ୍ୟବିନେଟ୍‌ ମନ୍ତ୍ରୀ ନବ ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ହତ୍ୟା କରାଗଲା। ଏହି ହତ୍ୟା ଷଡ଼ଯନ୍ତ୍ର ପଛରେ ପ୍ରଶାସନିକ ଅଧିକାରୀ ଏବଂ ବଡ଼ବଡ଼ିଆ ନେତାଙ୍କର ସମ୍ପୃକ୍ତି ରହିଛି। ମୁଖ୍ୟମନ୍ତ୍ରୀଙ୍କ ଅପରିଣାମଦର୍ଶିତା ପାଇଁ ରାଜ୍ୟରେ ଅରାଜକତା ବଢ଼ି ଚାଲିଛି। ଏଣୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଭାଜପା ଦାବି କରିଛି। ଏହି ବିକ୍ଷୋଭ ସଭାରେ ଦଳୀୟ କର୍ମକତ୍ତର୍ର୍ା ଭଗବାନ ମହାନ୍ତି, ଜିଲା ଉପସଭାପତି ରମେଶ ଚନ୍ଦ୍ର ମହାନ୍ତିଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri