ଏସ୍‌ବିଆଇ ଏଫ୍‌ଡି ଉପରେ ମିଳିବ ଅଧିକ ସୁଧ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ବୁଧବାର ଫିକ୍ସଡ ଡିପୋଜିଟ୍‌ (ଏଫ୍‌ଡି) ହାର ବୃଦ୍ଧି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏସ୍‌ବିଆଇ ତା’ର ଏଫ୍‌ଡି ଉପରେ ୨୫ ବେସିସ୍‌ ପଏଣ୍ଟ ବଢ଼ାଇଥିବା ଜଣାପଡ଼ିଛି। ଏସ୍‌ବିଆଇ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଏଫ୍‌ଡି ଉପରେ ଏହି ନୂତନ ସୁଧ ହାର ବୃଦ୍ଧି କରିଛି। ଏପରିକି ଏସ୍‌ବିଆଇର ୱେବ୍‌ସାଇଟରୁ ମିଳିଥିବା ସୂଚନା ଅନୁଯାୟୀ ବୁଧବାରଠାରୁ ଏହି ନୂତନ ହାର ଏଫ୍‌ଡି ଉପରେ ଏସ୍‌ବିଆଇର ସଂଶୋଧିତ ଦର ଲାଗୁ ହୋଇଛି। ସେହିଭଳି ଏହି ସୁଧହାର ବୃଦ୍ଧି ପରେ ବ୍ୟାଙ୍କ ୧ବର୍ଷରୁ ୨ ବର୍ଷ ପର୍ଯ୍ୟନ୍ତ ସ୍ଥାୟୀ ଜମା ଉପରେ ୬.୮୦% ସୁଧ ପ୍ରଦାନ କରିବ। ଏପରିକି ୨ ବର୍ଷରୁ ଅଧିକ ଓ ୩ ବର୍ଷରୁ କମ୍‌ ସ୍ଥାୟୀ ଜମା ଉପରେ ମଧ୍ୟ ୭% ସୁଧ ମିଳିବ।
ସୂଚନାଯୋଗ୍ୟ, ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ରେପୋ ରେଟ୍‌ରେ ୦.୨୫% ବୃଦ୍ଧି ଘୋଷଣା କରିଥିଲା ବେଳେ ଋଣ ଉପରେ ସୁଧ ହାର ବଢ଼ାଇବା ସହ ବ୍ୟାଙ୍କ ଜମା ଉପରେ ସୁଧ ହାର ମଧ୍ୟ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!

ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍‌କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା...

ବାଂଲାଦେଶ ହିଂସାରେ ଖବରଦାତାଙ୍କ ମୃତ୍ୟୁ, ୪ ପୋଲିସ କର୍ମଚାରୀ ଆହତ: ଆଡଭାଇଜରୀ ଜାରି କଲା ଭାରତ

ଢାକା,୧୯।୧୨: ଡିସେମ୍ବର ୧୯ ତାରିଖରେ ଛାତ୍ର ବିଦ୍ରୋହ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ, ବାଂଲାଦେଶରେ ବ୍ୟାପକ ବିରୋଧ ପ୍ରଦର୍ଶନ ହୋଇଛି। ଢାକାରେ ଜନସାଧାରଣଙ୍କ...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଭାଜପା ପରେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି

ଭୁବନେଶ୍ବର,୧୯ା୧୨: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ଦ୍ୱିତୀୟ ସ୍ତ୍ରୀ ପାଇଁ ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଅଣଦେଖା କରିପାରିବ ନାହିଁ: ହାଇକୋର୍ଟ

ଆହ୍ଲାବାଦ୍,୧୯ା୧୨: ସ୍ୱାମୀ ଯଦି ଦ୍ୱିତୀୟ ସ୍ତ୍ରୀଙ୍କୁ ଆର୍ଥିକ ସହାୟତା କରିବାରେ ସକ୍ଷମ, ତେବେ ଏହା ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଦାବିକୁ ପ୍ରତ୍ୟାଖ୍ୟାନ କରିବାର କାରଣ ହୋଇପାରିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri