ଟେକ୍ସାସ ଶପିଂ ମଲରେ ଗୁଳିକାଣ୍ଡ: ଜଣେ ମୃତ, ଜଣେ ଅଭିଯୁକ୍ତ ଗିରଫ…

ଓ୍ବାଶିଂଟନ,୧୬।୨ : ପୁଣି ଥରେ ଆମେରିକାରେ ଗୁଳିକାଣ୍ଡ ମାମଲା ସାମ୍ନାକୁ ଆସିଛି। ଟେକ୍ସାସର ଏଲ ପାସୋରେ ଜଣେ ବନ୍ଧୁକଧାରୀ ଏକ ଶପିଂ ମଲରେ ପ୍ରବେଶ କରି ଚାରି ଜଣଙ୍କ ଉପରକୁ ଗୁଳି ଚଳାଇଛନ୍ତି। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନିଜଣ ଗୁରୁତର ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ମାମଲାରେ ପୋଲିସ ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି। ଏହା ବ୍ୟତୀତ ଅନ୍ୟ ଜଣେ ସନ୍ଦିଗ୍ଧଙ୍କୁ ଖୋଜା ଚାଲିଛି।

ପୋଲିସ କହିଛି ଯେ ଜଣଙ୍କୁ ଜେଲରେ ରଖାଯାଇଛି। କିନ୍ତୁ ଏହି ଘଟଣାରେ ଆଉ ଜଣେ ବ୍ୟକ୍ତି ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଛି ଏବଂ ତାଙ୍କ ପାଇଁ ଖୋଜା ଚାଲିଛି। ଏଲ ପାସୋ ପୋଲିସ ଏକ ଟୁଇଟରେ କହିଛି ଯେ ଏହି ଆକ୍ରମଣ ସିଲୋ ଭିସ୍ତା ମଲର ଫୁଡ କୋର୍ଟରେ ଘଟିଛି। ମଲ ଠାରୁ ଦୂରରେ ରହିବାକୁ ସେ ଲୋକଙ୍କୁ ସତର୍କ ସୂଚନା ଜାରି କରାଯାଇଛି। କୁହାଯାଇଛି ଯେ ଏହି ମଲ ୱାଲମାର୍ଟର ଅତି ନିକଟ ଅଟେ ଯେଉଁଠାରେ ୨୦୧୯ରେ ଗୁଳି ବିନିମୟରେ ୨୩ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ କେତେକ ଲୋକ ଆହତ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ...

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri