ଟ୍ରେନ୍‌ରେ ଭୟଙ୍କର ବିସ୍ଫୋରଣ: ୨ ମୃତ, ୪ ଆହତ

ଇସଲାମାବାଦ,୧୬ା୨: ଗୁରୁବାର ପାକିସ୍ତାନରେ ଏକ ଭୟଙ୍କର ବିସ୍ଫୋରଣ ହୋଇଛି। କୁହାଯାଉଛି, ଏହି ବିସ୍ଫୋରଣ ପେଶାଓ୍ବାରରୁ ଆସୁଥିବା ବେଳେ ଏକ ଏକ୍ସପ୍ରେସ ଟ୍ରେନ୍‌ରେ ଘଟିଛି। ଏହି ବିସ୍ଫୋରଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି।

ତେବେ ଏପର୍ଯ୍ୟନ୍ତ କୌଣସି ଆତଙ୍କବାଦୀ ସଂଗଠନକୁ ଦାୟୀ କରାଯାଯାଇନାହିଁ। କ୍ୱେଟାକୁ ଯାଉଥିବା ଜାଫର ଏକ୍ସପ୍ରେସ ପେଶାଓ୍ବାର ଚିଚାବତନୀ ରେଳ ଷ୍ଟେଶନ ନିକଟରେ ଏହି ବିସ୍ଫୋରଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri