Posted inଜାତୀୟ

କୁପଓ୍ବାରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ଜଣେ ଆତଙ୍କବାଦୀ ନିହତ…

ଶ୍ରୀନଗର,୧୬।୨ : ଜମ୍ମୁ-କଶ୍ମୀରର କୁପୱାରାରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଏଠାରେ ଏକ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମକୁ ସୁରକ୍ଷା ବାହିନୀ ଯବାନ ପଣ୍ଡ କରିଛନ୍ତି। ସୁରକ୍ଷା ବାହିନୀଙ୍କର ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। କୁପୱାରା ସୀମାରୁ କିଛି ଆତଙ୍କବାଦୀଙ୍କ ଅନୁପ୍ରବେଶ ସମ୍ପର୍କରେ ସୁରକ୍ଷା ବାହିନୀ ସୂଚନା ପାଇଥିଲେ।

ଏନେଇ ଭାରତୀୟ ସେନା ଏବଂ ଜମ୍ମୁ-କଶ୍ମୀର ପୋଲିସ ମିଳିତ ଅପରେଶନ ଆରମ୍ଭ କରି ସମଗ୍ର ଅଞ୍ଚଳକୁ ଘେରି ରହି ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ଲାଗି ସତର୍କ ସୂଚନା ଦେଇଥିଲେ। କିନ୍ତୁ ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷା ବାହିନୀଙ୍କ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହା ପରେ ଭାରତୀୟ ସୁରକ୍ଷାକର୍ମୀମାନେ ଏହାର ଜବାବରେ ପାଲଟା ଗୁଳି ଚାଳନା କରିଥିଲେ ବୋଲି ସୁରକ୍ଷା ମୁଖପାତ୍ର ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri