Posted inଜାତୀୟ

ଭାଜପାରେ ସାମିଲ ନ ହେବାରୁ ନେତାଙ୍କ ଉପରେ ଚାପ ପକାଯାଉଛି: ଶରଦ ପାଓ୍ବାର

ମୁମ୍ବାଇ,୨୮।୭: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍‌ସିପି) ଅଧ୍ୟକ୍ଷ ଶରଦ ପାଓ୍ବାର କେନ୍ଦ୍ରର ଭାଜପା ସରକାରଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ପାଓ୍ବାର କହିଛନ୍ତି ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଭାଜପା ନିଜ ଶକ୍ତିର ଦୂରୁପଯୋଗ କରୁଛି। ଯେଉଁନେତାମାନେ ଭାଜପାରେ ସାମିଲ ହେବାକୁ ରାଜି ନୁହେଁ ସେମାନଙ୍କ ଉପରେ ଭାଜପା ଚାପ ପକାଉଛି ବୋଲି ପାଓ୍ବାର କହିଛନ୍ତି। ସେ ଆହୁରି କହିଛନ୍ତି ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଏନ୍‌ସିପି ଓ କଂଗ୍ରେସ ମଧ୍ୟରେ ପାଖାପାଖି ୨୪୦ ଆସନକୁ ନେଇ କଥାବାର୍ତ୍ତା ସରିଛି। ଅନ୍ୟ ଆସନ ଗୁଡିକ ପାଇଁ ଅନ୍ୟ ଦଳମାନଙ୍କ ସହ ମଧ୍ୟ କଥାବାର୍ତ୍ତା ଚାଲିଛି। ଆସନ୍ତା ୮-୧୦ଦିନ ମଧ୍ୟରେ ସବୁ ଆସନକୁ ନେଇ କଥାବର୍ତ୍ତା ହୋଇଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଶରଦ ପାଓ୍ବାରଙ୍କ ବୟାନର ଉତ୍ତର ଦେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ କହିଛନ୍ତି ଏନ୍‌ସିପି ଓ କଂଗ୍ରେସର ବହୁ ନେତା ଭାଜପାରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ହେଲେ ସେମାନଙ୍କ ମଧ୍ୟରୁ ବଛାବଛା ନେତାଙ୍କୁ ଭାଜପା ଗ୍ରହଣ କରିବ ବୋଲି ଫଡନବିଶ କହିଛନ୍ତି। ଯେଉଁମାନଙ୍କ ନାଁ ଇଡି କିମ୍ବା ଅନ୍ୟ କୌଣସି ଯାଞ୍ଚ ଏଜେନ୍ସି ତାଲିକାରେ ଅଛି ସେମାନଙ୍କୁ ଗ୍ରହଣ କରାଯିବ ନାହିଁ ବୋଲି ସେ କହିଛନ୍ତି। ଭାଜପା କେବେବି କାହା ଉପରେ ଦଳରେ ସାମିଲ ହେବାକୁ ନେଇ ଚାପ ପକାଇ ନାହିଁ ଲୋକେ ଆପଣାଛାଏଁ ଭାଜପାରେ ସାମିଲ ହେବାକୁ ଆସୁଛନ୍ତି। ତେଣୁ ପାଓ୍ବାର ନିଜ ଦଳକୁ ନେଇ ଆତ୍ମସମୀକ୍ଷା କରନ୍ତୁ ବୋଲି ଫଡନବିଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri