Posted inଜାତୀୟ

ମହାରାଷ୍ଟ୍ରର ୨୦ତମ ରାଜ୍ୟପାଳ ଭାବେ ଶପଥ ନେଲେ ରମେଶ ବୈସ…

ମୁମ୍ବାଇ,୧୮।୨ : ରମେଶ ବୈସ ମହାରାଷ୍ଟ୍ରର ୨୦ତମ ରାଜ୍ୟପାଳ ଭାବରେ ଶନିବାର ଶପଥ ଗ୍ରହଣ କରିଛନ୍ତି। ରାଜ ଭବନରେ ବମ୍ବେ ହାଇକୋର୍ଟର କାର୍ଯ୍ୟନିର୍ବାହୀ ମୁଖ୍ୟ ବିଚାରପତି ଏସ.ଭି ଗଙ୍ଗାପୁରୱାଲା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଶପଥ ଗ୍ରହଣ ସମାରୋହରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ,ସେପ୍ଟେମ୍ବର ୨୦୧୯ଠାରୁ ମହାରାଷ୍ଟ୍ରର ରାଜ୍ୟପାଳ ଭାବରେ କାର୍ଯ୍ୟ କରୁଥିବା ଭଗତ ସିଂ କୋଶିୟାରୀ ଗତ ସପ୍ତାହରେ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri