ଭାରତ-ଆମେରିକା ସମ୍ପର୍କ ଅଧିକ ସୁଦୃଢ଼ ହେବ: କେଭିନ ମ୍ୟାକ୍ୱାର୍ଥି …

ଓ୍ବାଶିଂଟନ,୧୯।୨ : ଆମେରିକାର ପ୍ରତିନିଧିସଭାର ବାଚସ୍ପତି କେଭିନ ମ୍ୟାକ୍ୱାର୍ଥି କାଲିଫର୍ଣ୍ଣିଆ ସିଟିରେ ଭାରତୀୟ-ଆମେରିକୀୟ ଦମ୍ପତିଙ୍କ ଦ୍ୱାରା ଆୟୋଜିତ ଏକ ସ୍ବାଗତ ଉତ୍ସବରେ ଭାରତର ରାଷ୍ଟ୍ରଦୂତ ତରନଜିତ ସିଂ ସାନ୍ଧୁଙ୍କୁ ସାକ୍ଷାତ କରିଛନ୍ତି।

ଆଗାମୀ ଦିନରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଅଧିକ ସୁଦୃଢ଼ ହେବ ବୋଲି କେଭିନ କହିଛନ୍ତି। ବିଦେଶୀ ଭାରତୀୟ ସମ୍ପ୍ରଦାୟର ସଦସ୍ୟ ନକ୍ଷତ୍ର ଏବଂ ସୁଜନ ଚାନ୍ଦି ଇଣ୍ଡିଆନ ୱେଲ୍ସ ସହରରେ ଏହି ଉତ୍ସବର ଆୟୋଜନ କରିଥିଲେ।

ଫେଡେରାଲ ଏବଂ ଉପ-ଜାତୀୟ ସ୍ତରରେ ନିର୍ବାଚିତ ପ୍ରତିନିଧୀ ତଥା ଅମଲାତନ୍ତ୍ରଙ୍କ ପାଇଁ ଦୂତାବାସର ଜାରି ଦ୍ୱିପାକ୍ଷିକ ଯୋଗାଯୋଗର ଏକ ଅଂଶ ଥିବା ଏହି କାର୍ଯ୍ୟକ୍ରମରେ ଆମେରିକାର ଅନେକ ସାଂସଦଙ୍କ ସମେତ ୫୦୦ରୁ ଅଧିକ ଲୋକ ଯୋଗ ଦେଇଥିଲେ।

ତାଙ୍କ ବକ୍ତବ୍ୟରେ କେଭିନ ଭାରତ ଏବଂ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ପାଇଁ ସେ ନିଜର ପ୍ରତିବଦ୍ଧତା ପ୍ରକାଶ କରିଛନ୍ତି।

ତାଙ୍କ ମନ୍ତବ୍ୟରେ ସାନ୍ଧୁ ଗତ ୭୫ ବର୍ଷ ମଧ୍ୟରେ ଭାରତରେ ରାଜନୀତି ଏବଂ ଅର୍ଥନୀତି ସମେତ ଡିଜିଟାଲ ପରିବର୍ତ୍ତନ ତଥା ସ୍ବଚ୍ଛ ଶକ୍ତି ସହିତ ବିଭିନ୍ନ ବିକାଶ ବିଷୟରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ ଏଥିରେ ଆମେରିକା ସହଭାଗୀତାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା, କହିଲେ ଏହି ସରକାର…

ନୂଆଦିଲ୍ଲୀ,୧୧ା୧୨: ଶିବସେନା (UBT) ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀ ପାର୍ଲାମେଣ୍ଟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ନିର୍ବାଚନ...

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ସଂସଦରେ କିଏ ପିଇଲା ସିଗାରେଟ? ଅନୁରାଗ ଠାକୁରଙ୍କ ବୟାନକୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୧୧|୧୨: ଇ-ସିଗାରେଟକୁ ଭାରତ ସରକାର ବ୍ୟାନ କରିଛନ୍ତି । କିନ୍ତୁ ଆଜି ପୁଣିଥରେ ସଂସଦରେ ଏହି ପ୍ରସଙ୍ଗ ଉଠିଛି । ସଦନରେ ଇ-ସିଗାରେଟ ପିଇବା ନେଇ...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ଖେଳିଗଲା ଆତଙ୍କ: ଏହି ଜିଲାରେ ୭୦୦୦ରୁ ଅଧିକ HIV ରୋଗୀ ଚିହ୍ନଟ: ୪୦୦ ଶିଶୁ ପଜିଟିଭ୍‌

ପାଟନା,୧୧।୧୨: ବିହାରର ସୀତାମାଢ଼ି ଜିଲାରୁ ଏକ ଚିନ୍ତାଜନକ ଖବର ଆସିଛି। ଏଚଆଇଭି ପଜିଟିଭ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହା ସ୍ବାସ୍ଥ୍ୟ ବିଭାଗ...

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri