ବରଗଡ଼ରେ ତନିଷ୍କର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର/ବରଗଡ଼ ଅଫିସ୍‌,୨୦।୨: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଟାନ ତନିଷ୍କର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଓଡ଼ିଶା ବଜାରରେ ଶୁଭାରମ୍ଭ କରାଯାଇଛି। ବିଶେଷ କରି ରବିବାର ବରଗଡ଼ ସହରର ଭଟଲି ଛକ ଠାରେ ତନିଷ୍କର ନୂତନ ଷ୍ଟୋର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଟାଇଟାନ କମ୍ପାନୀ(ଇଷ୍ଟ)ର ରିଜିଓନାଲ ବିଜନେସ୍‌ ହେଡ୍‌ ସୋମପ୍ରଭ ସିଂ, ରିଜିଓନାଲ ବିଜନେସ ମ୍ୟାନେଜର (ଇଷ୍ଟ-୧) ଆଲୋକ ରଞ୍ଜନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବିଜନେସ୍‌ ଆସୋସିଏଟ୍‌ ଆକାଶ କୁମାର ଅଗ୍ରୱାଲଙ୍କ ସମେତ ଅଗ୍ରଓ୍ବାଲ ପରିବାରର ସଦସ୍ୟମାନେ ଉପସ୍ଥିତ ଥିଲେ। ସେହିଭଳି ୪ହଜାର ବର୍ଗଫୁଟ୍‌ ପରିମିତ ଏହି ନୂତନ ଷ୍ଟୋରରେ ବିଭିନ୍ନ ଡିଜାଇନ ତଥା ଉନ୍ନତ ମାନର ସୁନା, ହୀରା ଗହଣା ଉପଲବ୍ଧ। ଏଠାରେ ଗ୍ରାହକଙ୍କ ପାଇଁ ସ୍ବତନ୍ତ୍ର ଆକର୍ଷଣୀୟ ଅଫର ରଖାଯାଇଛି। ପ୍ରତି ଗହଣା କ୍ରୟରେ ଗ୍ରାହକଙ୍କ ପାଇଁ ସ୍ବର୍ଣ୍ଣମୁଦ୍ରାର ଉପହାର ବ୍ୟବସ୍ଥା ରହିଛି। ଚଳିତ ମାସ ୨୧ତାରିଖ ପର୍ଯ୍ୟନ୍ତ ଏହି ଅଫର ଉପଲବ୍ଧ ବୋଲି ଷ୍ଟୋର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ପଶ୍ଚିମ ଓଡ଼ିଶା ତଥା ବରଗଡ଼ରେ ତନିଷ୍କର ଏହା ପ୍ରଥମ ଷ୍ଟୋର ହୋଇଥିବାବେଳେ ଉଦଘାଟନୀ ଉତ୍ସବ ଠାରୁ ଏହା ସ୍ଥାନୀୟ ଗ୍ରାହକଙ୍କୁ ବେଶ ଆକର୍ଷିତ କରିଥିବା ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri