୧୫ ମାସ ବିତିଲା, ମିଳୁନି ଭେଣ୍ଡିଂଜୋନ୍‌

କବିସୂର୍ଯ୍ୟନଗର,୨୦ା୨(ଡି.ଏନ.ଏ.): ମାତ୍ର ୧୫ଦିନରେ ଭେଣ୍ଡିଂ ଜୋନ୍‌ ଯୋଗାଇ ଦେବାକୁ କହି ବ୍ଲକ ପାର୍ଶ୍ୱ ଦୋକାନୀମାନଙ୍କୁ ଉଠାଇ ଦିଆଗଲା। କିନ୍ତୁ ୧୫ ମାସ ବିତି ଯାଇଥିଲେ ମଧ୍ୟ ସେମାନଙ୍କୁ ଭେଣ୍ଡିଂ ଜୋନ୍‌ ଯୋଗାଇ ଦିଆଯାଇପାରି ନାହିଁ। ଫଳରେ ବ୍ୟବସାୟୀମାନେ ଏବେ ହତାସ ହୋଇ ବସିଛନ୍ତି। ୨୦୨୧ ଜୁଲାଇ ୨୨ରେ ପ୍ରଶାସନ ବ୍ଲକ ପାର୍ଶ୍ୱରେ ଥିବା ବ୍ୟବସାୟୀଙ୍କୁ ଉଠାଇଦେଇ ୧୫ଦିନରେ ନୂଆ ଘର ଦେବାକୁ ପ୍ରତିଶ୍ରୁତି ଦେଇଥିଲା। ୧୫ ମାସରୁ ଉର୍ଦ୍ଧ ସମୟ ବିତିଥିଲେ ମଧ୍ୟ ଭେଣ୍ଡିଂ ଜୋନ୍‌ ଯୋଗାଇ ଦିଆଯାଇନାହିଁ। ବ୍ଲକ ପାର୍ଶ୍ୱ ନିର୍ମାଣ ସରିଥିବା ୧୦ଟି ଟିଣ ଘର ଭେଣ୍ଡିଂ ଜୋନ ଉଦଘାଟନ କରିବା ନେଇ ଦିନ ଗଡୁଛି। ହତାଶ ହୋଇ ବସିଛନ୍ତି ୍ଯଯବସାୟୀ। ସେହିପରି ଆରଇବି ଛକଠାରେ ଗତ ୨୦୨୨ ଜାନୁୟାରୀ ୬ରୁ ୮ଟି ଟିଣଘର ଉଦଘାଟନ ହୋଇଥିଲେ ମଧ୍ୟ ତାଲାପଡ଼ି ରହିଛି। ବହୁ ଟଙ୍କା ଖର୍ଚ୍ଚ କରାଯାଇ ଏହା ନିର୍ମାଣ ହୋଇଥିଲେ ମଧ୍ୟ ଏହାର କାର୍ଯ୍ୟକାରିତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ପାଢ଼ୀ କହିଛନ୍ତି, କାଉନସିଲର ସଭାରେ ପ୍ରତି ବ୍ୟବସାୟୀ ଘର ଭଡ଼ା ବାବଦରେ ୧୦୦୦ଟଙ୍କା ଓ ଅଗ୍ରିମ ୧୦ ହଜାର ପୈଠ ଦେବା ପାଇଁ ନିଷ୍ପତ୍ତି ହୋଇଛି। ଖୁବ ଶୀଘ୍ର ଆବଣ୍ଟନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

IND vs SA 4th T20I: ଭରରତ-ସାଉଥ ଆଫ୍ରିକା ମ୍ୟାଚ ରଦ୍ଦ ହେଲେ ବୁଡ଼ିଯିବ କି ଦର୍ଶକଙ୍କ ଟିକେଟ ଟଙ୍କା? ଜାଣନ୍ତୁ କ’ଣ ରହିଛି BCCIର ନିୟମ

ନୂଆଦିଲ୍ଲୀ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଗୋଟିଏ ବି ବଲ ଖେଳି ନଯାଇ ବାତିଲ କରାଯାଇଥିଲା। ଘନ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ...

ମୁସଲମାନ ଦେଶରେ ବିକ୍ରି ହେଉଛି ଭାରତୀୟଙ୍କ ଅଙ୍ଗ, ଧନୀ ଲୋକଙ୍କର ହେଉଛି କିଡନୀ ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୧୨: କେରଳରେ ପଞ୍ଜିକୃତ ଏକ ମାମଲାର ତଦନ୍ତ କରିବା ସମୟରେ, ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଜାଣିବାକୁ ପାଇଛି ଯେ ବେଆଇନ ଅଙ୍ଗଦାନରେ ଜଡିତ ଏକ...

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ...

ପ୍ରତିବର୍ଷ ଭାରତ ଛାଡୁଛନ୍ତି ୨ ଲକ୍ଷ ଲୋକ, ଖୋଲାଖୋଲି କାରଣ କହିଲେ କେନ୍ଦ୍ର ସରକାର, ଏହି…

ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ...

ସଟର ତାଡି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ସକାଳେ ଦୋକାନୀ ମାଲିକ ପହଞ୍ଚିଲା ପରେ…

ଲୋଇସିଂହା, ୧୮।୧୨( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବସଷ୍ଟାଣ୍ଡ ସ୍ଥିତ ଜେଶ୍ମିନ ଅଳଙ୍କାର ଦୋକାନରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଦୋକାନ ମାଲିକ...

ଏହି ଦେଶରେ ବଢ଼ିବ ମୁସଲମାନଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ହେବ ବଡ଼ ପରିବର୍ତ୍ତନ

ମସ୍କୋ,୧୮ା୧୨: ୨୦୩୦ ସୁଦ୍ଧା ଏକ ଦେଶରେ ମୁସଲମାନଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଇବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏମିତି ଏକ ଦେଶ ହେଉଛି...

‘ମୁଁ ଇସ୍ତଫା ଦେଇଦେବି’, କାହିଁକି ଏମିତି ଘୋଷଣା କଲେ FBI ଡେପୁଟି ଡାଇରେକ୍ଟର? ଟ୍ରମ୍ପଙ୍କୁ ଲେଖିଲେ ଏମିତି ପତ୍ର

ଓ୍ବାଶିଂଟନ,୧୮।୧୨: ଏଫବିଆଇର ଡେପୁଟି ଡାଇରେକ୍ଟର ଡାନ ବୋଙ୍ଗିନୋ ବୁଧବାର ଘୋଷଣା କରିଛନ୍ତି ଯେ ସେ ଚାକିରି ଆରମ୍ଭ କରିବାର ୧୦ ମାସରୁ କମ ସମୟ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri