ଆକ୍ରମଣ ପରେ ମୁହଁ ଖୋଲିଲେ ସୋନୁ ନିଗମ

ମୁମ୍ବାଇର ଚେମ୍ବୁରଠାରେ ସୋମବାର ରାତିରେ ଏକ ସଙ୍ଗୀତ କାର୍ଯ୍ୟକ୍ରମ ଚାଲିଥିବାବେଳେ ଗାୟକ ସୋନୁ ନିଗମଙ୍କ ଉପରେ ଆକ୍ରମଣ ହୋଇଛି। ଉଦ୍ଧବ ଠାକ୍‌ରେ ଗୋଷ୍ଠୀର ଜଣେ ଶିବସେନା ବିଧାୟକଙ୍କ ପୁଅ ଓ ତାଙ୍କର କେତେଜଣ ଗୁଣ୍ଡା ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସୋନୁ ଓ ଅନ୍ୟ ଜଣେ ବ୍ୟକ୍ତି ଆହତ ଅବସ୍ଥାରେ ଚେମ୍ବୁରର ଜେନ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆକ୍ରମଣର କାରଣ ଜଣାପଡ଼ି ନାହିଁ। ଅନ୍ୟପକ୍ଷରେ ଆକ୍ରମଣ ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ଏହି ଆକ୍ରମଣ ପରେ ସୋନୁ ନିଗମ ମୁହଁ ଖୋଳିଛନ୍ତି। ସୋନୁ କହିଛନ୍ତି, ମୁଁ କନସର୍ଟ ପରେ ମଞ୍ଚରୁ ଓହ୍ଲାଉଥିଲି, ସେହି ସମୟରେ ଅଭିଯୁକ୍ତ ଜଣଙ୍କ ମୋତେ ଧରିଥିଲେ। ତା’ପରେ ସେ ମୋତେ ବଞ୍ଚାଇବାକୁ ଆସିଥିବା ହରି ଏବଂ ରବାନୀଙ୍କୁ ଠେଲିଦେଲେ। ତା’ପରେ ମୁଁ ପାହାଚ ଉପରେ ପଡ଼ିଗଲି। ଏନେଇ ମୁଁ ଏକ ଅଭିଯୋଗ ଦାଖଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri