ନକଲି ଜର୍ଦା ଜବତ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭଦ୍ରକ ଅଫିସ,୨୧।୨: ଭଦ୍ରକ ପୁରୁଣାବଜ଼ାର ଥାନା କାଯିମହଲାରୁ ପୋଲିସ ନକଲି ଜର୍ଦା ସହ ଏଥିରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ସୋମବାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ସେକ୍‌ ଅବଦୁଲ କୁମାରଙ୍କୁ ଗିରଫ କରାଯାଇଥିବା ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ସିଟି ଡିଏସ୍‌ପି ଅଂଶୁମାନ ଦ୍ବିବେଦୀ ସୂଚନା ଦେଇଛନ୍ତି l

ଅନ୍ୟପକ୍ଷେ ଅଭିଯୁକ୍ତଙ୍କଠାରୁ ୨୨ଟି ବ୍ୟାଗରେ ବିଭିନ୍ନ ବ୍ରାଣ୍ଡର ୪୮୦୦ ଜର୍ଦା ଡବା, ୭୦ କିଲୋ ନକଲି ପ୍ୟାକିଂ ଜର୍ଦା, ୫୦ କିଲୋ ଖୋଲା ଜର୍ଦା ପ୍ୟାକେଟ, ୮ କାର୍ଟୁନ ପ୍ୟାକିଙ୍ଗ ସାମଗ୍ରୀ ଜବତ କରାଯାଇଥିବା ଡିଏସ୍‌ପି କହିଛନ୍ତି। ଜବତ ସାମଗ୍ରୀର ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। l ଏନେଇ ପୁରୁଣାବଜାର ଥାନାରେ ଏକ ମାମଲା(ନଂ.୫୫/୨୩) ରୁଜୁ ହୋଇଛି। ଖବରଦାତା ସମ୍ମିଳନୀରେ ସବ୍‌ ଇନ୍ସସ୍ପେକ୍ଟର ବୀରେନ୍ଦ୍ର ରାଉତ, ଏସ୍‌ଆଇ ଶୁଭେନ୍ଦୁ ମହାନ୍ତି, ଏସ୍‌ଆଇ ସୁଦର୍ଶନ ପ୍ରଧାନ ଏବଂ ଶୁଭସ୍ମିତା ପାଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri