Posted inଜାତୀୟ

ଦିଲ୍ଲୀ ଏନସିଆରରେ ଭୂକମ୍ପ, ଥରିଲା ୟୁପି-ହରିୟାଣା

ନୂଆଦିଲ୍ଲୀ,୨୨ ।୨: ଦିଲ୍ଲୀ ଏନସିଆରରେ ବୁଧବାର ଭୂକମ୍ପର ହାଲକା ଝଟକା ଅନୁଭୁତ ହୋଇଛି । ଫଳରେ ଲୋକେ ଭୟଭୀତ ହୋଇଯାଇଛନ୍ତି । ଦିନ ପ୍ରାୟ ୧ଟା ୪୫ରେ ଭୂକମ୍ପ ଅନୁଭୁତ ହୋଇଥିବାରୁ ଲୋକେ ଯିଏ ଯେଉଁଠି ଥିଲେ ସମସ୍ତେ ବାହାରକୁ ଚାଲି ଆସିଥିଲେ । ଖୋଲା ଆକାଶ ତଳେ ସମସ୍ତେ ଏକାଠି ହୋଇଥିଲେ । କୁହାଯାଇଛି କି ଭୂକମ୍ପର ତୀବ୍ରତା ଖୁବ୍ କମ ଥିଲା । ଫଳରେ ଏହାଦ୍ୱାରା କୌଣସି କ୍ଷୟକ୍ଷତି ହୋଇନାହିଁ । ନେପାଳର ଜାତୀୟ ଭୂକମ୍ପ ମନିଟରିଂ ଆଣ୍ଡ ରିସର୍ଚ୍ଚ ସେଣ୍ଟର ଅନୁଯାୟୀ ଭୂକମ୍ପର କେନ୍ଦ୍ରସ୍ଥଳ ନେପାଳର ବାଜୁରାଠାରେ ଥିଲା ।

ଦିଲ୍ଲୀ ଏନସିଆର ସହ ଉତ୍ତର ପ୍ରଦେଶ ଓ ହରିୟାଣାରେ ବି ଭୂକମ୍ପର ଝଟକା ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫. ରହିଥିବା କୁହାଯାଇଛି । ଏହା ଆଦୌ କ୍ଷତିକାରକ ନୁହେଁ । ସୂଚନାଯୋଗ୍ୟ, ଏହା ପୂର୍ବରୁ ୨୪ ଜାନୁୟାରୀରେ ଦିଲ୍ଲୀ ଏନସିଆର, ଉତ୍ତରାଖଣ୍ଡ ଓ ଉତ୍ତର ପ୍ରଦେଶରେ ଭୂକମ୍ପ ଅନୁଭୁତ ହୋଇଥିଲା ।
ତେବେ ଫେବୃୟାରୀ ୬ରେ ତୁର୍କୀ ଓ ସିରିଆରେ ଆସିଥିବା ବିନାଶକାରୀ ଭୂକମ୍ପ ଦେଖିବା ପରେ ଲୋକେ ଭୟଭୀତ ହୋଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri