ଭୂକମ୍ପ ମୃତ୍ୟୁ ସଂଖ୍ୟା ୪୭ ହଜାରକୁ ବୃଦ୍ଧି

ଆଙ୍କାରା, ୨୩।୨: ତୁର୍କୀ- ସିରିଆରେ ଭୂକମ୍ପଜନିତ ମୃତ୍ୟୁ ସଂଖ୍ୟା ଗୁରୁବାର ୪୭,୦୦୦କୁ ବୃଦ୍ଧି ପାଇଛି। ଗତ ୬ ତାରିଖରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପ ପରେ ସୋମବାର ୬.୪ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପରେ ତୁର୍କୀର ହତାୟ ଅଞ୍ଚଳ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି।

ତୁର୍କୀ ଗୃହମନ୍ତ୍ରୀ ସୁଲେୟମାନ ସୋୟଲୁ ଦେଇଥିବା ସୂଚନା ଅନୁସାରେ ୭.୮ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ଦେଶରେ ମୋଟ ୪୩,୫୫୬ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଭୂକମ୍ପ ଫଳରେ ଦୁଇ ଦେଶର ମୋଟ ୪୭,୨୨୪ ଜଣଙ୍କ ମୃତ୍ୟୁ ଘଟିଛି। ହତାୟରେ ଦୁଇଟି ବିଲ୍ଡିଂ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶିଯାଇଛି। ସେଠାରେ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଅନ୍ୟପକ୍ଷେ ଉଭୟ ତୁର୍କୀ ଓ ସିରିଆର ୧୬୪,୦୦୦ ବିଲ୍ଡିଂ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଥିବା ତୁର୍କୀ ପରିବେଶ ଓ ସହରୀକରଣ ମନ୍ତ୍ରୀ ମୁୁରାତ କୁରୁମ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶକୁ ଯାତ୍ରା କରିବେ ନାହିଁ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୭।୫: ଭାରତୀୟ ବଂଶୋଦଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କ ମହାକାଶ ଯାତ୍ରା ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଥିଲା। ବୈଷୟିକ ତ୍ରୁଟି ଯୋଗୁଁ ଏହି ଯାତ୍ରାକୁ ସ୍ଥଗିତ...

ଇସ୍ରାଏଲ୍‌ ସେନା ଘାଟି ଉପରେ ହେଜବୁଲ୍ଲାର ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୭ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅନ୍ତର୍ଗତ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି ମୃତାହତ...

ରାଫାହ ଖାଲି କଲା ଇସ୍ରାଏଲ୍‌

ଜେରୁଜେଲମ୍‌,୭ା୫: ଗାଜାର ଦକ୍ଷିଣ ଭାଗରେ ଥିବା ରାଫାହ ସହରରୁ ୧ ଲକ୍ଷ ପାଲେଷ୍ଟିନୀୟଙ୍କୁ ଖାଲି କରିବା ପାଇଁ ଇସ୍ରାଏଲୀ ସେନା ନିର୍ଦ୍ଦେଶ ଦେବା ପରେ ସେମାନଙ୍କୁ ଅନ୍ୟତ୍ର...

ଇସ୍ରାଏଲ ସେନା ଘାଟି ଉପରେ ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୬ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅଧୀନ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି...

ଚାଇନାରେ ପୁଣିଥରେ ବଢୁଛି କି ମହାମାରୀ? ହସ୍ପିଟାଲରେ ଆଇସିୟୁ ବେଡ ବଢାଇବାକୁ ସୁପାରିସ

ବେଜିଂ,୬।୫: ନିକଟରେ ଚାଇନାରେ କରୋନା ମହାମାରୀ ଯୋଗୁ ସାରା ଦେଶ ବିପର୍ଯ୍ୟସ୍ତ ହୋଇପଡିଥିଲା। ଦେଶରେ ଏହି ମହାମାରୀ ଯୋଗୁଁ ହଜାର ହଜାର ଲୋକ ପ୍ରାଣ ହରାଇଥିଲେ।...

ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ...

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ...

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri