ରୁଷିଆ ସହ ସମ୍ପର୍କ ଶେଷ କରିବ ନାହିଁ ଭାରତ, ଆଶା କରୁଛୁ ୟୁକ୍ରେନ ବିବାଦକୁ ଶେଷ କରିବାକୁ ହେବ ପ୍ରୟାସ: ଆମେରିକା

ୱାଶିଂଟନ,୨୫ ।୨: ଦକ୍ଷିଣ ଓ ମଧ୍ୟ ଏସିଆ ମାମଲାରେ ଆମେରିକାର ସହାୟକ ବୈଦେଶିକ ମନ୍ତ୍ରୀ ଡୋନାଲ୍ଡ ଲୁ ରୁଷିଆ-ୟୁକ୍ରେନ୍ ସଂଘର୍ଷକୁ ନେଇ ଭାରତ ଚିନ୍ତାଧାରାକୁ ନେଇ ଆମେରିକି ଦୃଷ୍ଟିକୋଣ ବ୍ୟକ୍ତ କରିଛନ୍ତି । ସେ ଦାବି କରି କହିଛନ୍ତି, ଆମେରିକାକୁ ଲାଗୁନାହିଁ ଏତେଶୀଘ୍ର ଭାରତ ରୁଷିଆ ସହ ସମ୍ପର୍କ ଶେଷ କରିଦେବ । ହେଲେ ଆମେରିକା ଆଶା କରୁଛି ଯେ ରୁୁଷିଆ ୟୁକ୍ରେନ ଯୁଦ୍ଧ ମଧ୍ୟରେ ଭାରତ ରୁଷିଆ ଉପରେ ତା’ର ପ୍ରଭାବର ବ୍ୟବହାର କରିପାରେ ।

ସୂଚନାଯୋଗ୍ୟ, ଭାରତ ମିଳିତ ଜାତିସଂଘ ମହାସଭାର ପ୍ରସ୍ତାବକୁ ନେଇ ହୋଇଥିବା ମତଦାନରୁ ଦୂରେଇ ରହିଥିଲା । ପ୍ରସ୍ତାବରେ ମିଳିତ ଜାତିସଂଘ ଚାର୍ଟରର ସିଦ୍ଧାନ୍ତର ଅନୁରୂପ ୟୁକ୍ରେନରେ ଖୁବଶୀଘ୍ର ବ୍ୟାପକ, ନ୍ୟାୟସଙ୍ଗତ ଓ ସ୍ଥାୟୀ ଶାନ୍ତି ହାସଲ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri