କାମ୍ବୋଡିଆରେ ମଣିଷଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ…

ଜେନେଭା,୨୫।୨ : ଦକ୍ଷିଣ ପୂର୍ବ କାମ୍ବୋଡିଆର ପ୍ରି ଭେଙ୍ଗ ପ୍ରଦେଶରେ ବାର୍ଡ ଫ୍ଲୁ ସଂକ୍ରମଣରେ ୧୧ ବର୍ଷ ବୟସ୍କା ନାବାଳିକଙ୍କର ମୃତ୍ୟୁ ଘଟିଛି। ଏବେ ତାଙ୍କ ପିତାଙ୍କଠାରେ ମଧ୍ୟ ଏଚ-୫ଏନ-୧ ମାନବ ପକ୍ଷୀ ସ୍ବାଇନ ଫ୍ଲୁ ଭୁତାଣୁ ଚିହ୍ନଟ ହୋଇଛି। ତାଙ୍କ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ଏହା ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରଏଚ-୫ଏନ-୧ ମାନବ ପକ୍ଷୀ ସ୍ବାଇନ ଫ୍ଲୁକୁ ନେଇ ଉଦବେଗ ପ୍ରକାଶ କରାଯାଇଛି।

କାମ୍ବୋଡିଆର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦକ୍ଷିଣ-ପୂର୍ବ କାମ୍ବୋଡିଆର ପ୍ରି ଭେଙ୍ଗ ପ୍ରଦେଶରେ ସମ୍ପୃକ୍ତ ନାବାଳିକାଙ୍କଠାରେ ଫେବୃଆରୀ ୧୬ ରେ ଜ୍ୱର, କାଶ ଏବଂ ଗଳାରେ ଲକ୍ଷଣ ପ୍ରକାଶ ପାଇଥିଲା। ଏହା ପରେ ଏୁ-୫ ଏନ-୧ ବାର୍ଡ ଫ୍ଲୁରେ ବୁଧବାର ତାଙ୍କର ମୃତ୍ୟୁ ଘଟିଥିଲା॥ ଏହା ପରେ ଅଧିକାରୀମାନେ ତାଙ୍କ ସହିତ ମିଳାମିଶା କରିଥିବା ୧୨ ଜଣଙ୍କର ନମୁନା ସଂଗ୍ରହ କରିଥିଲେ। ଏହି ନମୁନାଗୁଡିକର ପରୀକ୍ଷଣରେ, ତାଙ୍କ ୪୯ ବର୍ଷ ବୟସ୍କ ପିତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଅଧିକାରୀମାନେ ଏ ବିଷୟରେ ସୂଚନା ଦେଇଛନ୍ତି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହାକୁ ନେଇ ଉଦବେଗ ପ୍ରକାଶ କରିଛି। ପରିସ୍ଥିତି ସମ୍ପର୍କରେ କାମ୍ବୋଡିଆ କର୍ତ୍ତୃପକ୍ଷଙ୍କ ସହ ସମ୍ପର୍କ ଥିବା ସଂଗଠନ କହିଛି ଯେ ମଣିଷ କ୍ୱଚିତ ବାର୍ଡ ଫ୍ଲୁରେ ଆକ୍ରାନ୍ତ ହୁଏ। ଅବଶ୍ୟ, ଯଦି ଏହା ଘଟେ, ସାଧାରଣତଃ ସଂକ୍ରମିତ ପକ୍ଷୀମାନଙ୍କ ସହିତ ସିଧାସଳଖ ଯୋଗାଯୋଗ ହେତୁ ହୋଇଥାଏ। ବର୍ତ୍ତମାନ କାମ୍ବୋଡିଆର ଅନୁସନ୍ଧାନକାରୀମାନେ ସଂକ୍ରମିତ ସମ୍ପୃକ୍ତ ଲୋକେ ପକ୍ଷୀମାନଙ୍କ ସଂସ୍ପର୍ଶରେ ଆସିଛନ୍ତି କି ନାହିଁ ତାହା ଜାଣିବାକୁ ଚେଷ୍ଟା କରାଯାଉଛି। ଅନୁସନ୍ଧାନ ପରେ ଖୁବ ଶୀଘ୍ର ଏହା ଜଣା ପଡିବ ଯେ ଏହା ମାନବ-ମାନବ ସଂକ୍ରମଣ ଅଟେ କି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri