ଇଂ. ବସନ୍ତ ପରିଡ଼ା ଆଇଡବ୍ଲ୍ୟୁଡବ୍ଲ୍ୟୁଏର ପ୍ରଥମ ଓଡ଼ିଆ ମହାସଚିବ ନିର୍ବାଚିତ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଦେଶ ବିଦେଶର ୧୨ଶହରୁ ଅଧିକ ଇଞ୍ଜିନିୟର ଏବଂ ଦକ୍ଷ ବିଶେଷଜ୍ଞଙ୍କୁ ନେଇ ଜଳ ଓ ବର୍ଜ୍ୟଜଳ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଖିଳ ଭାରତୀୟ ସଂସ୍ଥା ଇଣ୍ଡିଆନ ଓ୍ବାଟର ଓ୍ବାର୍କ୍ସ ଆସୋସିଏଶନ (ଆଇଡବ୍ଲ୍ୟୁଡବ୍ଲ୍ୟୁଏ)ର ମହାସଚିବ ଭାବେ ଇଞ୍ଜିନିୟର ବସନ୍ତ ପରିଡ଼ା ନିର୍ବାଚିତ ହୋଇଛନ୍ତି। ୨୦୨୩ରୁ ୨୦୨୫ ପର୍ଯ୍ୟନ୍ତ ଦେଶବ୍ୟାପୀ ଏହି ସମ୍ମାନଜନକ ଫୋରମ୍‌ର ନେତୃତ୍ୱ ନେବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ଇଞ୍ଜିନିୟର। ମହାରାଷ୍ଟ୍ରର ପୁଣେଠାରେ ସଂସ୍ଥାର ୫୬ତମ ବାର୍ଷିକ ସମ୍ମିଳନୀରେ ପରିଡ଼ାଙ୍କୁ ଏହି ଗୁରୁ ଦାୟିତ୍ୱ ମିଳିଛି। ଏଥିପାଇଁ ସେ ଆଇଡବ୍ଲ୍ୟୁଡବ୍ଲ୍ୟୁଏ ସଦସ୍ୟଙ୍କୁ କୃତଜ୍ଞତା ଜଣାଇଛନ୍ତି। ସୂଚନାଯୋଗ୍ୟ, ୧୯୬୮ରେ ପ୍ରତିଷ୍ଠିତ ଆଇଡବ୍ଲ୍ୟୁଡବ୍ଲ୍ୟୁଏର ମୁଖ୍ୟ କାର୍ଯ୍ୟାଳୟ ମୁମ୍ବାଇରେ ଥିବାବେଳେ ସବୁ ରାଜ୍ୟରେ ୩୫ଟି କେନ୍ଦ୍ର ରହିଛି। ଗ୍ରାମାଞ୍ଚଳ, ପୌରପାଳିକା, ଶିଳ୍ପ, କୃଷି ଆଦି କାର୍ଯ୍ୟରେ ବ୍ୟବହୃତ ଜଳର ପରିଚାଳନା ତଥା ବର୍ଜ୍ୟଜଳ ନିଷ୍କାସନ କ୍ଷେତ୍ର ସହ ଜଡିତ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଅର୍ଥନୀତି, ପରିବେଶ ଏବଂ ସାମାଜିକ ବିଜ୍ଞାନର ବିକାଶକୁ ପ୍ରୋତ୍ସାହିତ କରିବା ହେଉଛି ଏହି ସଙ୍ଗଠନର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri