ମାର୍ଚ୍ଚ ୫ରେ କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କୋକସରା,୨୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ୍‌ ୱେକୁ ଆସନ୍ତା ମାର୍ଚ୍ଚ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏପରି କି ପର୍ଯ୍ୟଟନସ୍ଥଳୀ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା ସମେତ ବିଭିନ୍ନ ପ୍ରକଳ୍ପର ଶୁଭ ଲୋକାର୍ପଣ କରିବେ ବୋଲି ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ତୀକ୍ଷ୍ଣ ନଜର ରଖାଯାଇଛି। ରବିବାର କଳାହାଣ୍ଡି ଜିଲା ବିଜେଡି ସଭାପତି ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ବିଜୁ ଏକ୍ସପ୍ରେସ୍‌ ୱେ ଓ ମୁଖ୍ୟମନ୍ତ୍ରୀଙ୍କ ଆସିବା ରାସ୍ତାର ବିଭିନ୍ନ ସ୍ଥାନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଆମପାଣିଠାରୁ ଆରମ୍ଭ ହେଉଥିବା ବିଜୁ ଏକ୍ସପ୍ରେସ୍‌ ୱେର ନିର୍ମାଣ କାର୍ଯ୍ୟ ତଦାରଖ ଏବଂ ଦଳୀୟ କର୍ମୀଙ୍କ ସହ ଆଲୋଚନା କରିଛନ୍ତି। ପରେ ଜିଲା ସଭାପତି କନ୍ଦାଗଡ଼ ନିକଟରେ ଥିବା ହେଲିପ୍ୟାଡ୍‌ ପରିଦର୍ଶନ ସହ ଗୋତୋମୁଣ୍ଡା, ବେହେରାଠାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ନେଇ ଦଳୀୟ କର୍ମକର୍ତ୍ତା ଓ ଜିଲା ପ୍ରଶାସନିକ ଅଧିକାରୀଙ୍କ ସହ କଥା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri