Posted inଜାତୀୟ

ଦେଶ ହିତରେ ଅଗ୍ନିପଥ ଯୋଜନା କହିଲେ ହାଇକୋର୍ଟ, ବିରୋଧୀ ମାମଲା ଖାରଜ…

ନୂଆଦିଲ୍ଲୀ,୨୭।୨ : କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନକୁ ସୋମବାର ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ପ୍ରଧାନ ବିଚାରପତି ସତୀଶ ଚନ୍ଦ୍ର ଶର୍ମା ଏବଂ ଜଷ୍ଟିସ ସୁବ୍ରମଣ୍ୟମ ପ୍ରସାଦଙ୍କ ନେତୃତ୍ୱରେ ଗଠିତ ଏକ ବେଞ୍ଚ କେନ୍ଦ୍ର ସରକାରଙ୍କ ଯୋଜନାକୁ ଅନୁମୋଦନ କରି କହିଛନ୍ତି ଦେଶ ହିତରେ ଅଗ୍ନିପଥ ଯୋଜନା କାର୍ଯ୍ୟକାରୀ କରାଯାଇଛି। ସମସ୍ତ ପକ୍ଷର ଶୁଣାଣି ପରେ ଗତ ବର୍ଷ ଡିସେମ୍ବର ୧୫ ରେ କୋର୍ଟ ରାୟ ସଂରକ୍ଷିତ ରଖିଥିଲେ।

ପ୍ରତିରକ୍ଷା ସେବାରେ ପୂର୍ବ ନିଯୁକ୍ତି ଯୋଜନା ଅନୁଯାୟୀ ଆବେଦନକୁ ମଧ୍ୟ ବେଞ୍ଚ ଖାରଜ କରିଦେଇଛନ୍ତି। ଏହି ଯୋଜନା ଜାତୀୟ ସ୍ବାର୍ଥରେ ଏବଂ ସଶସ୍ତ୍ର ବାହିନୀର ଦେଶ ସୁରକ୍ଷା କାର୍ଯ୍ୟକ୍ରମକୁ ସୁନିଶ୍ଚିତ କରିବାକୁ ଏହି ଯୋଜନା ପ୍ରସ୍ତୁତ କରାଯାଇଛି ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭବିଷ୍ୟବାଣୀ: ଏତିକି କେତେ ଆସନରେ ଜିତିବ କଂଗ୍ରେସ

କୋଲକାତା,୩।୫: ପଶ୍ଚିମବଙ୍ଗର ବଦ୍ଧମାନ-ଦୁର୍ଗାପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯଦି ମୋଦି...

କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି

ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ...

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ...

ରାହୁଲ ରାଏବରେଲିରୁ ପ୍ରାର୍ଥୀ ହେବା ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ନାଁ ନ ନେଇ ବର୍ଷିଛନ୍ତି। ରାଏବରେଲିରୁ ରାହୁଲ ଗାନ୍ଧୀଙ୍କ...

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

‘ରାଏବରେଲିରୁ ହାରିବେ ରାହୁଲ’

ନୂଆଦିଲ୍ଲୀ,୩।୫: ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ କଂଗ୍ରେସ ଘୋଷଣା କରିଛି। ଶେଷ ମୁହୂର୍ତ୍ତରେ ଦଳ ନିଷ୍ପତ୍ତି ନେଇଛି ଯେ ରାହୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri