ଆତଙ୍କବାଦ ବିରୋଧୀ ପଦକ୍ଷେପରେ ପାକିସ୍ତାନ ପଛୁଆ, ବଢ଼ିଛି ଆତଙ୍କବାଦୀ ଆକ୍ରମଣ…

ଓ୍ବାଶିଂଟନ/ଇସଲାମାବାଦ,୨୮।୨ : ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ଦେବା ଏବଂ ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା ଅଭିଯୋଗ ପାକିସ୍ତାନ ବିରୋଧରେ ସର୍ବଦା ହୋଇଆସୁଛି। ସେ ଏ ବାବଦରେ ଦେଶ ମଧ୍ୟ ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇଛି।, ଏହା ପରେ ପାକିସ୍ତାନ ସରକାର ଆତଙ୍କବାଦ ବିରୋଧରେ ଅଭିଯାନ ଆରମ୍ଭ କରିବାକୁ ବିଶ୍ୱକୁ ନିଶ୍ଚିତ କରିଥିଲେ। ଅବଶ୍ୟ, ଏଠାରେ ମଧ୍ୟ ଏହି ପାକିସ୍ତାନ ବିଶ୍ୱ ସମୁଦାୟର ଆଖିରେ ଧୂଳି ଫିଙ୍ଗିବା କାମ କରିଥିଲା ।

ଆମେରିକାର ଆତଙ୍କବାଦ ନିରୋଧୀ ବ୍ୟୁରୋର ରିପୋର୍ଟରେ କୁହାଯାଇଛି ଯେ ଆତଙ୍କବାଦୀଙ୍କୁ ହଟାଇବା ପାଇଁ ପାକିସ୍ତାନରେ ଚାଲିଥିବା ଅଭିଯାନର ଗତି ଅତ୍ୟନ୍ତ ମନ୍ଥର। ୨୦୨୦ ତୁଳନାରେ ୨୦୨୧ ମସିହାରେ ପାକିସ୍ତାନରେ ଆତଙ୍କବାଦୀ ଘଟଣାରେ ବୃଦ୍ଧି ଘଟିଛି। ରିପୋର୍ଟ ଅନୁଯାୟୀ, ୨୦୨୧ ମସିହାରେ ଆତଙ୍କବାଦୀ ଆକ୍ରମଣ ଏବଂ ଆହତଙ୍କ ସଂଖ୍ୟା ବହୁତ ଅଧିକ ଥିଲା।

ଆମେରିକୀୟ ରିପୋର୍ଟରେ ପାକିସ୍ତାନର ମାଟିରେ ବଢୁଥିବା ଆତଙ୍କବାଦୀ ସଂଗଠନର ନାମ ସିଧାସଳଖ ଉଲ୍ଲେଖ କରାଯାଇଛି। ଏହି ରିପୋର୍ଟରେ କୁହାଯାଇଛି ଯେ ପାକିସ୍ତାନରେ ଆକ୍ରମଣ କରିଥିବା ପ୍ରମୁଖ ଆତଙ୍କବାଦୀ ସଂଗଠନଗୁଡ଼ିକ ମଧ୍ୟରେ ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି), ବାଲୁଚିସ୍ତାନ ଲିବରେଶନ ଆର୍ମି (ବିଏଲଏ) ଏବଂ ଆଇଏସ-କେ ଅନ୍ତର୍ଭୁକ୍ତ। ଆତଙ୍କବାଦକୁ ମୁକାବିଲା କରିବା ପାଇଁ ପାକିସ୍ତାନ ଏହାର ୨୦୧୫ ନ୍ୟାଶନାଲ ଆକ୍ସନ ପ୍ଲାନର ସମୀକ୍ଷା ଏବଂ ସଂଶୋଧନ କରି ୨୦ ପଏଣ୍ଟ ଯୋଜନାରୁ ୧୪ ଟି ପଏଣ୍ଟକୁ ହ୍ରାସ କରିଛି। କିନ୍ତୁ ଆତଙ୍କବାଦ ବିରୋଧରେ ସବୁଠାରୁ କଠିନ ଦିଗରେ ଅଳ୍ପ ଅଗ୍ରଗତି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷ ୨୦୨୬ରୁ ଏହି ୩ ରାଶିର ଭଲ ଦିନ ଆରମ୍ଭ: ସୃଷ୍ଟି ହେଉଛି ଚତୁର୍ଗ୍ରହୀ ଯୋଗ, ଘଟିବ…

୨୦୨୬ର ପ୍ରଥମ ଦିନ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ଦିନରେ ଏକ ଶକ୍ତିଶାଳୀ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେଉଛି। ଜାନୁଆରୀ ୧, ୨୦୨୬...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri