ନୂଆଦିଲ୍ଲୀ,୧।୩: ଗ୍ଲୋବାଲ ଏଡ୍ଟେକ୍ କମ୍ପାନୀ ଟାଲେଣ୍ଟ ସ୍ପ୍ରିଣ୍ଟ ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀର ୱିମେନ୍ସ ଇଞ୍ଜିନିୟର୍ସ (ଡବ୍ଲ୍ୟୁଇ) ପ୍ରୋଗ୍ରାମର ୫ମ ସଂସ୍କରଣ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଚଳିତ ବର୍ଷ ଉକ୍ତ କାର୍ଯ୍ୟକ୍ରମ ଦେଶବ୍ୟାପୀ ୨୦୦ ପ୍ରଥମ ବର୍ଷର ମହିଳା ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିଯୋଗିତାପୂର୍ଣ୍ଣ ସଫ୍ଟୱେର ଇଞ୍ଜିନିୟର ହେବା ପାଇଁ ଚିହ୍ନଟ, ଚୟନ, ପ୍ରଶିକ୍ଷିତ ଓ ପ୍ରସ୍ତୁତ କରିବା ପାଇଁ ଲକ୍ଷ୍ୟ ରଖିଛି। ଉକ୍ତ କାର୍ଯ୍ୟକ୍ରମ ପ୍ରତ୍ୟେକ ମନୋନୀତ ଛାତ୍ରୀଙ୍କୁ ୧୦୦% ଫି’ ଛାତ୍ରବୃତ୍ତି ଓ ୧ ଲକ୍ଷ ଟଙ୍କାର ନଗଦ ବୃତ୍ତି ପ୍ରଦାନ କରୁଛି। ବିଶେଷକରି ଏକ ୨ବର୍ଷିଆ କାର୍ଯ୍ୟକ୍ରମ ଭାବେ ପ୍ରଦାନ କରାଯାଇଥିବା ଡବ୍ଲ୍ୟୁଇରେ ଟାଲେଣ୍ଟ ସ୍ପ୍ରିଣ୍ଟ୍ର ଶୀର୍ଷସ୍ତରର ଅଧ୍ୟାପକ ଓ ଶିଳ୍ପ ବିଶେଷଜ୍ଞଠାରୁ ଶିକ୍ଷା ଏବଂ ଗୁଗଲ୍ରେ ଇଞ୍ଜିନିୟର ଓ ଟେକ୍ନୋଲୋଜି ଲିଡରଙ୍କ ମାର୍ଗଦର୍ଶନ ସାମିଲ ରହିଛି।
୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ
ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...
ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ
ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...
୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...
ଜିଆ ଖାଉଛି ମାଛକୁ
ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...
ଧାନରେ ଇନ୍ପୁଟ୍ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...
ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…
ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...
ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର
ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...
ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...
Archives


