ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ ହେଉଥିବା ଚାରି ଜଣ ଯୁବକଙ୍କୁ ଗିରଫ…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା, ୩୦ଟି ଲୁଗା,ମୋବାଇଲ ଫୋନ ଏବଂ ସୁନା…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ ଏହି ଜନଗଣନା କାର୍ଯ୍ୟ ଚାଲିଛି କି…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ହର୍ମୁଜ ପ୍ରଣାଳୀ ପୁନଃ ଖୋଲାଯାଇଥିବା…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି। ମୃତକ ଜଣକ ହେଉଛନ୍ତି ସମ୍ବଲପୁର ସଦର…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ ଓ ଧଳା ରଙ୍ଗର ଏହି ସାପଟିକୁ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର ଏମ. ଚିନ୍ନାମ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ଆଜି ୧୮ ବର୍ଷ ପରେ, ଏହି ସ୍ଥାନରେ…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ରେ ୨% ବୃଦ୍ଧିକୁ ଆନୁଷ୍ଠାନିକ…

ଏହି ଜିଲାରେ ଆଜିଠୁ ୫ ଦିନ ଯାଏ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୮।୩: ବୌଦ୍ଧରେ ଆଜିଠୁ ୨୨ତାରିଖ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ସକାଳ ସମୟରେ ପରୀକ୍ଷା ଅନୁଷ୍ଠିତ ହୋଇପାରିବା ନେଇ ଚିଠିରେ ଉଲ୍ଲେଖ କରାଯାଇଛି। ସେହିପରି…

ସକାଳୁ ସକାଳୁ ଭାରତକୁ ଖୁସିଖବର ଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୮।୪: ଭାରତକୁ ରୁଷୀୟ ତୈଳ ଉପରେ ଏକ ଭଲ ଖବର ମିଳିଛି। ପଶ୍ଚିମ ଏସୀୟ ବିବାଦ ଏବଂ ଇନ୍ଧନ ସଙ୍କଟ ମଧ୍ୟରେ, ଆମେରିକା ଏକ ବଡ଼ ୟୁ-ଟର୍ନ ନେଇଛି। ଆମେରିକା ରୁଷୀୟ ତୈଳ ଉପରେ ଏକ ଘୋଷଣା କରିଛି ଯାହା ଭାରତକୁ…

ଆମେରିକା ଆଗରେ ମୁଣ୍ଡ ନୁଆଁଇବ ନାହିଁ ଇରାନ, ଟ୍ରମ୍ପଙ୍କୁ ସମାଲୋଚନା କରି କହିଦେଲା ଏତେ ବଡ଼ କଥା

ଓ୍ବାଶିଂଟନ୍‌,୧୮।୪: ଇରାନ ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବିକୁ ପ୍ରତ୍ୟାଖ୍ୟାନ କରିଛି । ଯେଉଁଥିରେ କୁହାଯାଇଥିଲା ତେହରାନ ଏହାର ସମୃଦ୍ଧ ୟୁରାନିୟମ ହସ୍ତାନ୍ତର କରିବାକୁ ରାଜି ହୋଇଛି। ଇରାନର ବୈଦେଶିକ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଏହି ଭଣ୍ଡାରକୁ କୌଣସି…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ ଦେଖାଦେଇଥିଲା; ଯେଉଁଥିରେ ଆମେରିକା ମଧ୍ୟ ପ୍ରବେଶ କରିଥିଲା ତାହା ବିଶ୍ୱ ଯୋଗାଣ ଶୃଙ୍ଖଳକୁ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ଯୁବତୀଙ୍କ ବାପା କେ.ନୂଆଗାଁ ଥାନାରେ ଏତଲା ଦେବାପରେ ଆଇଆଇସି ବିଶ୍ୱଜିତ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ ସଂଶୋଧନ ବିଲ, ୨୦୨୬) ସମ୍ପର୍କରେ ଗୃହରେ ଭୋଟିଂ ହୋଇଥିଲା। ଏହି ଭୋଟ ରେ,…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ ଥିଲା, କିନ୍ତୁ ସେମାନେ ଏହାକୁ ସଫଳତାର ସହ ଅବରୋଧ କରିଛନ୍ତି। ଲୋକ ସଭାରେ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ ତାପମାତ୍ରା ରହୁଛି। ଏପରି ସମୟରେ ସ୍କୁଲଗୁଡ଼ିକ ଖୋଲାଥିବାରୁ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଗୁରୁବାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri