Posted inଜାତୀୟ

ଆନ୍ଧ୍ରପ୍ରଦେଶ ସରକାରଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ ଧର୍ମର ସୁରକ୍ଷା ଲାଗି ନିର୍ମାଣ ହେବ ୩,୦୦୦ ମନ୍ଦିର

ହାଇଦ୍ରାବାଦ,୧।୩: ଆନ୍ଧ୍ରପ୍ରଦେଶ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ପ୍ରତିଟି ଜିଲାରେ ମନ୍ଦିର ଥିବା ନିଶ୍ଚିତ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଥିଲାଗି ରାଜ୍ୟରେ ୩ ହଜାର ମନ୍ଦିର ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ଜଗନ୍‌ ମୋହନ ରେଡ୍ଡୀଙ୍କ ନିର୍ଦ୍ଦେଶରେ ହିନ୍ଦୁ ଧର୍ମ ସୁରକ୍ଷା ତଥା ପ୍ରଚାର ଲାଗି ଏହି ପଦକ୍ଷେପ ଗ୍ରହଣ କରାଯାଇଥିବା ଡେପୁଟି ସିଏମ୍‌ କୋଟୁ ସତ୍ୟନାରାୟଣ କହିଛନ୍ତି।

ତିରୁମାଲା ତିରୁପତି ଦେବସ୍ତାନମ୍‌ର ଶ୍ରୀ ବାଣୀ ଟ୍ରଷ୍ଟ ମନ୍ଦିର ନିର୍ମାଣ ପାଇଁ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା ଆବଣ୍ଟନ କରିଛନ୍ତି। ୧,୩୩୦ ମନ୍ଦିର ନିର୍ମାଣ ଆରମ୍ଭ ସହିତ, ଏହି ତାଲିକାରେ ଆଉ ୧,୪୬୫କୁ ଯୋଡ଼ା ଯାଇଛି। ସେହିଭଳି କିଛି ବିଧାୟକଙ୍କ ଅନୁରୋଧ କ୍ରମେ ଆହୁରି ୨୦୦ଟି ନିର୍ମାଣ କରାଯିବ। ଅବଶିଷ୍ଟ ମନ୍ଦିର ନିର୍ମାଣ ଅନ୍ୟ ସ୍ବେଚ୍ଛାସେବୀ ସଂଗଠନର ସହଯୋଗରେ କରାଯିବ ବୋଲି ସତ୍ୟନାରାୟଣ କହିଛନ୍ତି। ଏଣ୍ଡୋମେଣ୍ଟସ ବିଭାଗର ତତ୍ତ୍ୱାବଧାନରେ ୯୭୮ ମନ୍ଦିର ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଥିବାବେଳେ ପ୍ରତି ୨୫ ମନ୍ଦିରର କାର୍ଯ୍ୟ ସହକାରୀ ଇଞ୍ଜିନିନିୟରଙ୍କୁ ଦିଆଯାଇଥିବା ସେ ମଧ୍ୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri