ଚାଇନାକୁ ଚେତାବନୀ ଦେଲା ପେଣ୍ଟାଗନ, ରୁଷିଆକୁ ସାହାଯ୍ୟ କଲେ ବିନାଶକାରୀ ହେବ ଫଳାଫଳ

ୱାଶିଂଟନ,୨ ।୩: ଆମେରିକା ପ୍ରତିରକ୍ଷା ମୁଖ୍ୟାଳୟ ପେଣ୍ଟାଗାନ କହିଛି, ସୂଚନା ମିଳିଛି କି ଚାଇନା ୟୁକ୍ରେନ ବିରୋଧ ଯୁଦ୍ଧରେ ରୁଷିଆକୁ ସହଯୋଗ କରିବାକୁ ବିଚାର କରୁଛି । ପେଣ୍ଟାଗନର ପ୍ରେସ ସଚିବ ବ୍ରିଗେଡିୟର ଜେନରାଲ ପ୍ୟାଡ ରାଇଡର କହିଛନ୍ତି, ଏହା ବିନାଶକାରୀ ହୋଇପାରେ । ଏହା ପୂର୍ବରୁ ବାଇଡେନ ପ୍ରାଶସନ ବି ୟୁକ୍ରେନ୍ ଯୁଦ୍ଧରେ ଚାଇନା ଦ୍ୱାରା ରୁଷିଆକୁ ଡ୍ରୋନ ଓ ଆଧୁନିକ ଅସ୍ତ୍ରଶସ୍ତ୍ର ଯୋଗାଇଦେବା ଆଶଙ୍କା କରିଛି ।
ବ୍ରିଗେଡିୟର ଜେନରାଲ ପ୍ୟାଡ ରାଇଡର କହିଛନ୍ତି, ଆମର ସଙ୍କେତ ସ୍ପଷ୍ଟ ଯେ ଚାଇନା ଏଥର ରୁଷିଆକୁ ସାହାଯ୍ୟ କରିବାକୁ ନେଇ ବିଚାର କରୁଛି । ମୋ ନିକଟରେ ଏହାକୁ ନେଇ କୌଣସି ଅତିରିକ୍ତ ସୂଚନା ଅବା କୌଣସି ଗୁଇନ୍ଦା ସୂଚନା ନାହିଁ । ମୁଁ ସ୍ପଷ୍ଟ କରୁଛି ଏହା ଏକ ବହୁତ ବଡ ଭୁଲ ନିଷ୍ପତ୍ତି । ଏହା ଏମିତି କଥା ଯାହା ଉପରେ ପେଣ୍ଟାଗନ ତିକ୍ଷ୍ଣ ଦୃଷ୍ଟି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri