ଆମେରିକା ବୈଦେଶିକ ବିଭାଗର ଚେତାବନୀ, ଟିଟିପିର ଲକ୍ଷ୍ୟ ପାକିସ୍ତାନ ସରକାରଙ୍କୁ ଖେବର ପଖତୁନଖ୍ୱାରୁ ବାହାର କରିବା

ଇସଲାମାବାଦ,୨ ।୩: ଆମେରିକା ବୈଦେଶିକ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି କି ତହରିକ-ଏ-ତାଲିବାନ ପାକିସ୍ତାନ(ଟିଟିପି)ର ଲକ୍ଷ୍ୟ ରହିଛି ପାକିସ୍ତାନ ସରକାରଙ୍କୁ ଖେବର ପଖତୁନଖ୍ୱାରୁ ବାହାର କରିଦେବା । ଏହାସହ ସେନା ଓ ସରକାର ବିରୋଧରେ ଆତଙ୍କବାଦୀ ଅଭିଯାନ କରି ସରିୟା ଆଇନର ସଂସ୍ଥାପନ କରିବା । ପାକିସ୍ତାନ ସ୍ଥିତ ଡନ ଖବରକାଗଜ ଏହି ସୂଚନା ଦେଇଛି ।
ଆତଙ୍କବାଦକୁ ନେଇ ଦେଶର ରିପୋର୍ଟ ୨୦୨୧ ଅନୁଯାୟୀ, ଟିଟିପି ତା’ର ଗୁଣକୁ ପ୍ରଶିକ୍ଷିତ ଓ ସଂଚାଳନ କରିବାକୁ ଆଫଗାନିସ୍ତାନ-ପାକିସ୍ତାନ ସୀମା ସହ ଲାଗିଥିବା କବାୟଲି ଅଞ୍ଚଳକୁ ବ୍ୟବହାର କରୁଛି । ଆମେରିକା ବୈଦେଶିକ ବିଭାଗର ରିପୋର୍ଟ ଅନୁଯାୟୀ, ଟିଟିପି ଅଲ କାଏଦାଠାରୁ ବୈଚାରିକ ମାର୍ଗଦର୍ଶନ ପାଉଛି, ସେମିତି ଅଲକାଏଦାର ଲୋକେ ଆଫଗାନ-ପାକିସ୍ତାନ ସୀମା ସହ ଲାଗିଥିବା ପଶତୁନ ଅଞ୍ଚଳରେ ସୁରକ୍ଷିତ ଆଶ୍ରୟ ପାଇଁ ଟିଟିପି ଉପରେ ଭରସା କରିଛି । ଏହି ବ୍ୟବସ୍ଥା ଟିଟିପିକୁ ଆଲକାଏଦାର ବିଶ୍ୱସ୍ତରୀୟ ଆତଙ୍କବାଦୀ ନେଟୱର୍କ ଓ ଏହାର ସଦସ୍ୟଙ୍କ ପରିଚାଳନା ବିଶେଷଜ୍ଞତା ଉଭୟ ପର୍ଯ୍ୟନ୍ତ ପହଞ୍ଚିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ...

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

ଇସ୍ରାଏଲ୍‌କୁ ଝଟ୍‌କା ଦେଲା ଭାରତ: ପାଲେଷ୍ଟାଇନ୍‌କୁ ଖୋଲାଖୋଲି ସମର୍ଥନ

ନ୍ୟୁୟର୍କ,୨।୫: ଇସ୍ରାଏଲ ଏବଂ ପାଲେଷ୍ଟାଇନକୁ ନେଇ ନିଜର ଅଭିବ୍ୟକ୍ତି ପ୍ରକାଶ କରିଛି ଭାରତ। ଇସ୍ରାଏଲ ପାଇଁ ଏକ ଝଟକା ବୋଲି ଦେଖାଯାଉଛି। ମିଳିତ ଜାତିସଂଘରେ ଇସ୍ରାଏଲ...

ବଞ୍ଚିଛନ୍ତି ଗୋଲଡି ବ୍ରାର, ଆମେରିକା ପୋଲିସ କହିଛି ମିଡିଆରେ ଦିଆଯାଇଥିବା ଖବର ମିଥ୍ୟା

ଚଣ୍ଡିଗଡ଼/ଓ୍ବାଶିଂଟନ, ୨।୫: ପଞ୍ଜାବର ଗ୍ୟାଙ୍ଗଷ୍ଟର ଗୋଲଡି ବ୍ରାର ଜୀବନ୍ତ। ତାଙ୍କ ମୃତ୍ୟୁ ଖବର ବୁଧବାର ଗଣମାଧ୍ୟମରେ ଆସିଛି। ପରବର୍ତ୍ତୀ ସମୟରେ, କାଲିଫର୍ନିଆର ଫ୍ରେସ୍ନୋ ପୋଲିସ ବିଭାଗ...

ମ୍ୟାନମାରରେ ଫସିଛନ୍ତି ୧୫୦୦ରୁ ଅଧିକ ହିନ୍ଦୁ, ଖାଦ୍ୟ ପାଇଁ ଡହଳ ବିକଳ

ରଖାଇନ,୨।୫: ମ୍ୟାନମାରର ରଖାଇନ ପ୍ରଦେଶର ବୁଟିଡାଙ୍ଗ ସହରରେ ଏକ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ସେନା ଏବଂ ବିଦ୍ରୋହୀମାନଙ୍କ ମଧ୍ୟରେ ଲଢେଇ ହେତୁ ହିନ୍ଦୁ ତଥା...

ୟୁକ୍ରେନ ବିରୋଧରେ ରାସାୟନିକ ଅସ୍ତ୍ର ବ୍ୟବହାର କରୁଛି ରୁଷିଆ: ଆମେରିକା ବିଦେଶ ବିଭାଗର ଅଭିଯୋଗ

ଓ୍ବାଶିଂଟନ,୨।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ବୁଧବାର ଆମେରିକା ରୁଷିକୁ ୟୁକ୍ରେନ ବିରୋଧରେ ଆନ୍ତର୍ଜାତୀୟ ରାସାୟନିକ ଅସ୍ତ୍ର ପ୍ରତିବନ୍ଧକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri