ଶିଲଂ,୨।୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ମେଘାଳୟରେ ଏନପିପି ବହୁମତ ମୁହାଁ ହେବାରେ ଲାଗିଛି। ଏଠାରେ ଏନପିପି ୨୩ ଆସନରେ ଆଗୁଆ ଥିବା ବେଳେ ଭାଜପା ୮, ଟିଏମସି ୧୩ରେ ଏବଂ ଅନ୍ୟଦଳ ୧୫ ଆସନରେ ଆଗୁଆ ରହିଛନ୍ତି। ରାଜ୍ୟରେ ଅନ୍ୟ ଦଳ କିଙ୍ଗ୍ ମେକର ହେବା ନେଇ ଚର୍ଚ୍ଚା ହେଉଛି।
ଶିଲଂ,୨।୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ମେଘାଳୟରେ ଏନପିପି ବହୁମତ ମୁହାଁ ହେବାରେ ଲାଗିଛି। ଏଠାରେ ଏନପିପି ୨୩ ଆସନରେ ଆଗୁଆ ଥିବା ବେଳେ ଭାଜପା ୮, ଟିଏମସି ୧୩ରେ ଏବଂ ଅନ୍ୟଦଳ ୧୫ ଆସନରେ ଆଗୁଆ ରହିଛନ୍ତି। ରାଜ୍ୟରେ ଅନ୍ୟ ଦଳ କିଙ୍ଗ୍ ମେକର ହେବା ନେଇ ଚର୍ଚ୍ଚା ହେଉଛି।
ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...
ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...
ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...
ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...
ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...
ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...
ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...
ଭୁବନେଶ୍ବର,୩୦।୧୨: ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ...
