ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ପାର୍ଥୀବ ଶରୀର

ଭୁବନେଶ୍ୱର,୨।୩(ବ୍ୟୁରୋ): ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥୀବ ଶରୀର ଗୁରୁବାର ରାତିରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛି। ବର୍ତ୍ତମାନ ମୃତଦେହକୁ ଏକ ଘରୋଇ ହସ୍ପିଟାଲର ଶବଗୃହରେ ରଖାଯିବ। ଶୁକ୍ରବାର ଶେଷ ଦର୍ଶନ ପାଇଁ ଭୁବନେଶ୍ୱର ସ୍ଥିତ ବାସଭବନକୁ ତାଙ୍କ ପାର୍ଥୀବ ଶରୀର ଅଣାଯିବ। ଏହାପରେ ଅପରାହ୍ନରେ ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ବୁଧବାର ରାତିରେ ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପିଣ୍ଟୁ ନନ୍ଦଙ୍କ ପରଲୋକ ହୋଇଥିଲା। ସେ ଲିଭର ସିରୋସିସ୍‌ ରୋଗରେ ଆକ୍ରାନ୍ତ ହୋଇ ସେଠାରେ ଚିକିତ୍ସିତ ହେଉଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ଶଙ୍ଖ ଭବନରେ ଅଣ୍ଟା ଭିଡିଲେଣି ମହିଳା ନେତ୍ରୀ: ଏପଟେ ଶ୍ରୀମୟୀଙ୍କ ମିଛେଇ ଭାଣିଜି ବାଣ…

ଭୁବନେଶ୍ୱର,୨୩।୧୩: ଶଙ୍ଖ ଭବନରେ ଚାଲିଛି ବିଜେଡି ମହିଳା ନେତ୍ରୀଙ୍କ ବୈଠକ। ଶଙ୍ଖ ଭବନରେ ସାମିଲ ହେଲେ ଏକାଧିକ ମହିଳା ନେତ୍ରୀ। ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଅଧ୍ୟକ୍ଷତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri