ଶାହରୁଖଙ୍କ ସୁରକ୍ଷାରେ ତ୍ରୁଟି

ବଲିଉଡର କିଙ୍ଗ ଖାନ ତଥା ଶାହାରୁଖଙ୍କ ସାରା ବିଶ୍ୱରେ ପ୍ରଶଂସକ ଅଛନ୍ତି। ପ୍ରାୟତଃ ଅନେକ ପ୍ରଶଂସକ ସେମାନଙ୍କର ସୁପରଷ୍ଟାରଙ୍କୁ ଭେଟିବା ପାଇଁ ସମସ୍ତ ସୀମା ଅତିକ୍ରମ କରନ୍ତି। ଶାହରୁଖ ୨ ପ୍ରଶଂସକମାନେ ଗୁରୁବାର ରାତିରେ ସୀମା ଅତିକ୍ରମ କରି ବାନ୍ଦ୍ରାସ୍ଥିତ ଅଭିନେତା ବଙ୍ଗଳା ମନ୍ନତରେ ପ୍ରବେଶ କରିବାକୁ ସାହସ କରିଥିଲେ। ତେବେ ଶାହାରୁଖଙ୍କ ଘରେ ପ୍ରବେଶ କରିବା ପୂର୍ବରୁ ସୁରକ୍ଷାକର୍ମୀ ଉଭୟଙ୍କୁ ଧରିଥିଲେ। ଏହା ପରେ ମନ୍ନତର ହାଉସ ମ୍ୟାନେଜର ଉଭୟ ପ୍ରଶଂସକଙ୍କୁ ବାନ୍ଦ୍ରା ପୋଲିସକୁ ହସ୍ତାନ୍ତର କରିଥିଲେ।
ଅନ୍ୟପକ୍ଷରେ ବାନ୍ଦ୍ରା ପୋଲିସ କହିଛି, ଗିରଫ ହୋଇଥିବା ଉଭୟ ଯୁବକଙ୍କର ବୟସ ୧୯ରୁ ୨୦ବର୍ଷ। ଶାହାରୁଖଙ୍କ ବଙ୍ଗଳାରେ ପ୍ରବେଶ କରିବା ସମୟରେ ଡ୍ୟୁଟିରେ ଥିବା ସୁରକ୍ଷା କର୍ମୀ ଉଭୟଙ୍କୁ ଧରାଯାଇଥିଲା। ପ୍ରାଥମିକ ସୂଚନା ଅନୁଯାୟୀ ଅଭିଯୁକ୍ତ ପଚରାଉଚରା ବେଳେ ପୋଲିସକୁ କହିଥିଲେ, ସେମାନେ ଗୁଜରାଟରୁ ଆସି ଶାହାରୁଖଙ୍କୁ ଭେଟିବାକୁ ଚାହୁଁଛନ୍ତି। ବିନା ଅନୁମତିରେ ବ୍ୟକ୍ତିଗତ ସମ୍ପତ୍ତି ପ୍ରବେଶ ପାଇଁ ପୋଲିସ ଉଭୟଙ୍କ ବିରୋଧରେ ମାମଲା ରୁଜୁ କରିଛି। ମାମଲାର ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri