ବାହାଘର କାର୍ଡ ବାଣ୍ଟିବା ନାଁରେ ଚାଲାଣ ହେଉଥିଲା ଗଞ୍ଜେଇ, ଧରିଲା ଅବକାରୀ

ଅନୁଗୋଳ ଅଫିସ,୩।୩: ଅନୁଗୋଳ ଅବକାରୀ ବିଭାଗକୁ ବଡ଼ ସଫଳତା ମିଳିଛି। ଦୁଇଟି ପୃଥକ ସ୍ଥାନରେ ଚଢାଉ କରି ମୋଟ୍‌ ୧୦୮ କୁଇଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ଚୋରା ଚାଲାଣରେ ବ୍ୟବହୃତ ଏକ କାର୍‌ ଓ ବୋଲେରୋକୁ ଜବତ କରିବା ସହ ୬ ଜଣ ଅଭିଯୁକ୍ତ ବନ୍ଧା ହୋଇଛନ୍ତି। ଅଭିଯୁକ୍ତମାନେ ବୌଦ୍ଧରୁ ଗଞ୍ଜେଇ ବାଲେଶ୍ୱର ଚାଲାଣ କରୁଥିବା ଅବକାରୀ ବିଭାଗକୁ ସୂଚନା ମିଳିଥିଲା। ଏହାପରେ ଅବକାରୀ ଟିମ୍‌ ଯାଞ୍ଚ କରିଥିଲେ। ତେବେ ବଇଣ୍ଡା ଛକ ଠାରୁ ଏକ କାର୍‌କୁ ଜବତ କରି ୪୮ କେଜି ଓ ମୁଣ୍ଡାସାହି ଛକ ଠାରୁ ଲେରୋ ସହ ୬୦ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ଟିମ୍‌। ଏଥିସହ ଗାଡିରେ ଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ବାହାଘର କାର୍ଡ ବାଣ୍ଟି ଯାଉଛୁ କହି ଅଭିଯୁକ୍ତମାନେ ଆଳ ଦେଖାଇଥିଲେ ହେଁ ଅବକାରୀ ଅଧିକାରୀଙ୍କ ଆଖିରୁ ବର୍ତ୍ତି ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri