ବଡ଼ ଦୁଃଖଦ ଘଟଣା, ମୁଣ୍ଡନ ସମାରୋହରେ ଗଙ୍ଗାରେ ବୁଡ଼ିଗଲେ ୬

ଲକ୍ଷ୍ନୌ,୩ା୫: ରବିବାର ଦିନ ଉତ୍ତର ପ୍ରଦେଶର ବାଲିଆ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି । ମୁଣ୍ଡନ ପରେ  ଗଙ୍ଗା ନଦୀରେ ଗାଧୋଇବା ସମୟରେ ଛଅ ଜଣ ଗଭୀର ପାଣିରେ ଭାସିଗଲେ।…

ଓଲଟିଲା ମିକ୍ସଚର ମେସିନ୍ ଗାଡ଼ି, ମାଟି ତଳେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗି ନିକଟରେ ଦୁର୍ଘଟଣା । ରାସ୍ତା କାମରେ ନିୟୋଜିତ ଏକ ମିକ୍ସଚର ମେସିନ୍ ଗାଡ଼ି ଓଲଟି ପଡିଛି । ଫଳରେ ଗାଡିରେ ଥିବା…

ସାମାନ୍ୟ ବର୍ଷାରେ ବେହାଲ ଛତ୍ରପୁର, କଲେଜ ପରିସରରେ ଅଣ୍ଟାଏ ପାଣି

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଛତ୍ରପୁରରେ ଆଜି ଘଡ଼ଘଡ଼ି ସହିତ ବର୍ଷା ହୋଇଛି । ତେବେ ହେଡ଼ କ୍ୱାଟରରେ ଥିବା ଜାତୀୟ ରାଜ ପଥରେ ସରବିସ ରୋଡ଼ରେ ଅଣ୍ଟାଏ ଉପରେ ପାଣି ଜମି…

ଚେନ୍ନାଇ ବିମାନବନ୍ଦରରେ ଚାଞ୍ଚଲ୍ୟ! ବିମାନରେ ଯାତ୍ରୀ ଖୋଲିଦେଲେ ଏମରଜେନ୍ସି ଦ୍ବାର, ତାପରେ…

ତାମିଲନାଡୁ,୩।୫: ଚେନ୍ନାଇ ବିମାନବନ୍ଦରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଲ୍ୟାଣ୍ଡିଂ କରିବା ପରେ ଏୟାର ଆରବିୟାର ଏକ ବିମାନରେ ଥିବା ଜଣେ ଯାତ୍ରୀ ଜରୁରୀକାଳୀନ ପ୍ରସ୍ଥାନ ଦ୍ୱାର ଖୋଲି ବାହାରକୁ ଡେଇଁପଡ଼ିବାକୁ…

ସାମ୍ବାଦିକଙ୍କ ଦାବି ପୂରଣ କରାଯାଉ: ଆଇନଜୀବୀଙ୍କ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର, ଓ ଜାତୀୟ ମାନବ ଅଧିକାର ଆୟୋଗରେ ଅଭିଯୋଗ

କୋରାପୁଟ/ନନ୍ଦପୁର,୩।୫(ଅମିତାଭ ବେହେରା/ତୁଷାର କାନ୍ତ ମହାନ୍ତି): ଭାରତୀୟ ସମ୍ବିଧାନରେ ଗଣମାଧ୍ୟମ  ଚତୁର୍ଥ ସ୍ତମ୍ଭ । ଗଣମାଧ୍ୟମ ପ୍ରତିନିଧି ସମସ୍ତ ପ୍ରତିକୂଳ ପରିସ୍ଥିତିର ସାମନା କରି ସରକାରଙ୍କ ଶାସନ ଓ ଯୋଜନାର ପ୍ରଚାର ପ୍ରସାର କରୁଛନ୍ତି। ଲୋକଙ୍କ…

ପୋଖରୀରେ ବୁଡି ଦୁଇ ନାବାଳିକା ଭଉଣୀଙ୍କ ଜୀବନ ଗଲା 

ବାଲେଶ୍ୱର/ରେମୁଣା/ ସଜନାଗଡ଼, ୩।୫( ବାଞ୍ଛାନିଧି ଦେ/ ରବୀନ୍ଦ୍ର ମହାକୁଡ଼/ ପ୍ରଶାନ୍ତ ବିଶ୍ୱାଳ ): ଗାଧୋଉଥିବା ବେଳେ ଘଟିଛି ଅଘଟଣ। ପୋଖରୀରେ ବୁଡି ଦୁଇ ନାବାଳିକା ସମ୍ପର୍କୀୟ ଭଉଣୀଙ୍କ ଜୀବନ ଯାଇଛି । ଏଭଳି ଦୁଃଖଦ…

୪୫୦୦୦ ଟନ୍‌ LPG ଆଣି ଭାରତ ଆସୁଛି ‘ସର୍ବଶକ୍ତି’, ହର୍ମୁଜ ଦେଇ କରୁଛି ଅତିକ୍ରମ

ନୂଆଦିଲ୍ଲୀ,୩ା୫: ଭାରତ ଅଭିମୁଖେ ଆସୁଛି ଏଲ୍‌ପିଜି ଟ୍ୟାଙ୍କର ‘ସର୍ବ ଶକ୍ତି’। ସଫଳତାର ସହ ହର୍ମୁଜ ପ୍ରଣାଳୀ ପାର୍‌ କରିଛି ଏହି ଟ୍ୟାଙ୍କର। ଏହି ପରିବହନ ଭାରତ ପାଇଁ ଏକ ବଡ଼ ଆଶ୍ୱସ୍ତି ବୋଲି ବିବେଚନା କରାଯାଉଛି। ଯେତେବେଳେ ଆମେରିକାର ଅବରୋଧ ଏବଂ…

କ୍ଷୀର ଦାମ୍‌ ବଢ଼ିଲା, ଲିଟର ପ୍ରତି ଏକାଥରକେ ବଢ଼ିଲା…

ଭୁବନେଶ୍ୱର,୩ା୫: ଓଡ଼ିଶାରେ କ୍ଷୀର ଦାମ୍‌ ବୃଦ୍ଧି ହୋଇଛି। ଟୋନ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି କରିଛି ଓମ୍‌ଫେଡ୍‌। ତେବେ ୫୦ ଟଙ୍କାରୁ ବୃଦ୍ଧି ପାଇ ଏହା ୫୪ ଟଙ୍କାରେ ପହଞ୍ଚିଛି। ପ୍ରିମିୟମ କ୍ଷୀର ଲିଟର ପ୍ରତି ୪ ଟଙ୍କା…

ଅଭିଷେକ ବାନାର୍ଜୀଙ୍କ ଖୋଲା ଚ୍ୟାଲେଞ୍ଜ: ୧୦ ଜନ୍ମ ନେଲେ ବି ଜିତି ପାରିବନାହିଁ ଭାଜପା, ଜାଣନ୍ତୁ କାହିଁକି ଏମିତି କହିଲେ

କୋଲକାତା,୩ା୫: ପଶ୍ଚିମବଙ୍ଗ, ଆସାମ, କେରଳ, ତାମିଲନାଡୁ ଏବଂ ପୁଡୁଚେରୀରେ ମତଦାନ ଶେଷ ହେବା ପରେ ଏକଜିଟ ପୋଲ ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ସମସ୍ତେ ଏବେ ମେ’ ୪ ତାରିଖରେ ଚୂଡ଼ାନ୍ତ ନିର୍ବାଚନ ଫଳାଫଳକୁ ଅପେକ୍ଷା କରିଛନ୍ତି, ଯାହା ଏହି ରାଜ୍ୟଗୁଡ଼ିକର…

ଯୁଦ୍ଧ ବନ୍ଦ କର…ଇରାନ ଆମେରିକାକୁ ଦେଲା ୧୪ ସୂତ୍ରୀ ପ୍ରସ୍ତାବ, ହେଲେ ପ୍ରତ୍ୟାଖ୍ୟାନ କରୁଛନ୍ତି ଟ୍ରମ୍ପ

ତେହରାନ,୩।୫: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଇରାନର ନୂତନ ପ୍ରସ୍ତାବର ସମୀକ୍ଷା କରିବେ, ଯଦିଓ ସେ ବିଶ୍ୱାସ କରନ୍ତି ନାହିଁ ଯେ ଏହା ଗ୍ରହଣ କରାଯିବ। ଶନିବାର (ମେ ୨) ଏୟାର…

ହର୍ମୁଜରେ ଇରାନକୁ ଶୁଳ୍କ ଦେଲେ କଟକଣା ଲାଗିବ

ଦୁବାଇ,୩ା୫:  ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ସୁରକ୍ଷିତ ଭାବେ ଅତିକ୍ରମ କରିବା ପାଇଁ ଇରାନକୁ ଶୁଳ୍କ ଦେଉଥିବା ଜାହାଜ କମ୍ପାନୀଗୁଡ଼ିକ ଉପରେ କଟକଣା ଲଗାଇବାକୁ ଆମେରିକା ଚେତାବନୀ ଦେଇଛି। ଆମେରିକା ବିଦେଶ ସମ୍ପତ୍ତି ନିୟନ୍ତ୍ରଣ କାର୍ଯ୍ୟାଳୟ (ଓଏଫ୍‌ଏସି) ପକ୍ଷରୁ ଏହି ଚେତାବନୀ ପୋଷ୍ଟ…

ପ୍ଲୁଟୋକୁ ପୁଣି ଥରେ ଏକ ପୂର୍ଣ୍ଣ ଗ୍ରହର ମାନ୍ୟତା ଦେବା ପାଇଁ ଲଢ଼େଇ ଚଳାଇଛି ନାସା, ଖୁବ୍‌ଶୀଘ୍ର ପ୍ରକାଶ ପାଇବ ତଥ୍ୟ

ଓ୍ବାଂଶିଟନ,୩ା୫: ସୌରମଣ୍ଡଳର ନବମ ଗ୍ରହ ଭାବେ ପରିଚିତ ‘ପ୍ଲୁଟୋ’କୁ ନେଇ ଦୁଇ ଦଶନ୍ଧି ହେଲା ବିବାଦ ଚାଲିଥିବାବେଳେ ଏବେ ଏହା ନୂଆ ମୋଡ଼ ନେଇଛି। ୨୦୦୬ରେ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ସଂଘ (ଆଇଏୟୁ) ପ୍ଲୁଟୋକୁ ପୂର୍ଣ୍ଣ ଗ୍ରହ ଭାବେ ଗ୍ରହଣ ନ କରି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଉପକୃତ ହେବେ…

ଭୁବନେଶ୍ୱର,୨।୫: ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଟଙ୍କା ପ୍ରଦାନ କରାଯିବ। ଏ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ଏକ୍ସ…

ପ୍ରବଳ ବର୍ଷା ସହ ହେବ ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ କରାଇଲା ପାଣିପାଗ କେନ୍ଦ୍ର, ୩ ଘଣ୍ଟା ପାଇଁ…

ଭୁବନେଶ୍ୱର,୨ା୫: ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷକରି କଟକ ଓ ଭୁବନେଶ୍ବରକୁ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ୩ ଘଣ୍ଟିଆ ସତର୍କ ସୂଚନା ଜାରି କରିଛି ପାଣିପାଗ…

ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ, ତୁରନ୍ତ ଜାଣିବା ପାଇଁ ଏମିତି କରନ୍ତୁ ଚେକ୍‌…

କଟକ,୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତକ…

ଇରାନ ପରେ ଏବେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ, ଘୋଷଣା ପରେ ବିଶ୍ୱରେ ହଇଚଇ

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ବୟାନ ଦେଇଛନ୍ତି ଯାହା ଅନ୍ତର୍ଜାତୀୟ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି। ଫ୍ଲୋରିଡାର ପାମ ବିଚ୍‌ରେ ଥିବା ଫୋରମ୍‌ କ୍ଲବ୍‌ରେ ଆୟୋଜିତ ଏକ  କାର୍ଯ୍ୟକ୍ରମରେ ଟ୍ରମ୍ପ ଘୋଷଣା କରି କହିଛନ୍ତି, ଆମେରିକା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri