ଆସିଲା ଚିନ୍ମୟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର/ସମ୍ବଲପୁର,୫।୩(ବ୍ୟୁରୋ): ବୁର୍ଲା ପିସି ବ୍ରିଜ୍‌ ପାୱାର ଚାନେଲରୁ ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ମିଳିବା ଘଟଣାର ୪ଦିନ ପରେ ରବିବାର  ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରେ ଚିନ୍ମୟୀ ପାଣିରେ ବୁଡ଼ି ପ୍ରାଣ ହରାଇଥିବା ଉଲ୍ଲେଖ ରହିଥିବା ସମ୍ବଲପୁର ଏସ୍‌ପି ବି. ଗଙ୍ଗାଧର ଗଣମାଧ୍ୟମକୁ କହିଛନ୍ତି। ତେବେ ଚିନ୍ମୟୀଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଥିଲେ ମଧ୍ୟ ତାହା ଆତ୍ମହତ୍ୟା କିମ୍ବା ହତ୍ୟା ସେକଥା ସ୍ପଷ୍ଟ ହୋଇନାହିଁ। ଏହି ଦିଗରେ ପୋଲିସ ତଦନ୍ତ କରୁଥିବା ଏସ୍‌ପି ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ ପୋଲିସ ଚିନ୍ମୟୀଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିଛି। ତଦନ୍ତ ପ୍ରକ୍ରିୟାରେ ଅଧିକ ସୂଚନା ପାଇବା ପାଇଁ ପରିବାର ଲୋକଙ୍କୁ ପଚରାଉଚରା କରାଯାଇଥିବା, ଏସ୍‌ପି କହିଛନ୍ତି । ଏପରି କି ଶନିବାର ବିଳମ୍ବିତ ରାତି ଯାଏ ଭିସୁଟ୍‌ର କିଛି ଛାତ୍ରଙ୍କ ସହିତ ୩୦ରୁ ଅଧିକ ଲୋକଙ୍କୁ ପୋଲିସ ପଚରାଉଚରା କରିଥିବା ଜଣାପଡିଛି। ସେମାନଙ୍କ ମଧ୍ୟରେ ଜଣେ ଢାବା ମାଲିକ ମଧ୍ୟ ରହିଛନ୍ତି। ଏହି ଢାବାରେ ଚିନ୍ମୟୀ ଏବଂ ତାଙ୍କର ସାଙ୍ଗ ପ୍ରୀତିମାନ ଦେ ଖାଇଥିବା ସୂଚନା ମିଳିଛି। ପୋଲିସ ଢାବା ମାଲିକଙ୍କ ପାଖରୁ କିଛି ତଥ୍ୟ ଯୋଗାଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri