Posted inଖେଳ

ଅନ୍ତିମ ମ୍ୟାଚ ଖେଳିଲେ ସାନିଆ

ହାଇଦ୍ରାବାଦ, ୬ା୩ (ପି.ଟି.): ଭାରତୀୟ ଟେନିସ କିମ୍ବଦନ୍ତୀ ସାନିଆ ମିର୍ଜା ରବିବାର ତାଙ୍କ କ୍ୟାରିୟରର ଅନ୍ତିମ ମ୍ୟାଚ ରବିବାର ଖେଳିଛନ୍ତ, ଯେଉଁଠାରେ ସେ ଆରମ୍ଭ କରିଥିଲେ। ସ୍ଥାନୀୟ ଲାଲବାହାଦୁର ଷ୍ଟାଡିୟମରେ ସେ ରୋହନ ବୋପାନ୍ନା, ଯୁବରାଜ ସିଂ ଓ ତାଙ୍କ ବାନ୍ଧାବୀ ବେଥାନି ମାଟେକ୍‌-ସାଣ୍ଡ୍ସ, ଇଭାନ୍‌ ଡୋଗିଗ୍‌, କାରା ବ୍ଲାକ୍‌ ଓ ମାରିଅନ ବାର୍ତ୍ତୋଲିଙ୍କୁ ନେଇ ପ୍ରଦର୍ଶନୀ ମ୍ୟାଚ ଖେଳିଥିଲେ।

ଏଥିସହ ସେ ତାଙ୍କ କ୍ୟାରିୟରକୁ ଗୁଡ୍‌ବାଏ କରିଥିଲେ। ପ୍ରାୟ ଦୁଇ ଦଶନ୍ଧି ପୂର୍ବେ ସେ ଏଠାରେ ଏକ ଐତିହାସିକ ଡବ୍ଲ୍ୟୁଟିଏ ଟାଇଟଲ ସଫଳତା ହାସଲ କରିଥିଲେ। ମ୍ୟାଚ ଖେଳିସାରିବା ପରେ ସାନିଆଙ୍କ ଆଖିରେ ଆନନ୍ଦାଶ୍ରୁ ଦେଖିବାକୁ ମିଳିଥିଲା।

ପ୍ରଦର୍ଶନୀ ମ୍ୟାଚ ଦେଖିବା ଲାଗି ଆସିଥିବା ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କ ମଧ୍ୟରେ ରହିଥିଲେ, କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ, ଭାରତ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ, ଯୁବରାଜ ସିଂ ରବିନ ଉଥାପ୍ପା, ଅନନ୍ୟା ବିର୍ଲା, ହୁମା କୁରେଶୀ ଦୁଲକେର ସଲମନ, ତାଙ୍କ ପ୍ରଶଂସକ, ବନ୍ଧୁ ପରିଜନ, କ୍ରୀଡ଼ା ବ୍ୟକ୍ତିତ୍ୱ ଏବଂ ସାନିଆ ମିର୍ଜା ଟେନିସ ଏକାଡେମୀର ଛାତ୍ରୀଛାତ୍ର। ଏହି ଅବସରରେ ୬ଥର ଗ୍ରାଣ୍ଡସ୍ଲାମ ବିଜେତା (୩ଥର ମହିଳା ଡବଲ୍ସ ଓ ୩ଥର ମିକ୍ସଡ ଡବଲ୍ସ) ତାଙ୍କ ବିଦାୟୀ ଭାଷଣ ଦେବାବେଳେ ଭାବ ପ୍ରବଣ ହୋଇ ପଡ଼ିଥିଲେ। ଦେଶ ପାଇଁ ଦୀର୍ଘ ୨୦ ବର୍ଷ ଧରି ଖେଳିବା ତାଙ୍କ ପାଇଁ ସବୁଠାରୁ ବଡ଼ ସମ୍ମାନ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri